ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ଆଜି ସକାଳୁ ସକାଳୁ ମାଆ ଶାରଳାଙ୍କୁ ଦର୍ଶନକଲେ ୫ଟି ସଚିବ ଭି.କେ.ପାଣ୍ଡିଆନ.

ଝଲସିବ ମାଆ ଶାରଳାଙ୍କ ପୀଠ। ସୌନ୍ଦର୍ଯ୍ୟକରଣ ସାଙ୍ଗକୁ ଶ୍ରଦ୍ଧାଳୁଙ୍କ ସୁବିଧା ପାଇଁ ନିଆଯାଉଛି ସ୍ବତନ୍ତ୍ର ପଦକ୍ଷେପ। ବାଣୀକ୍ଷେତ୍ର ଜଗତସିଂହପୁର ଗସ୍ତ କରି ମାଆ ଶାରଳାଙ୍କ ପୀଠ ପରିଦର୍ଶନ କରିଛନ୍ତି ୫ଟି ସଚିବ ଭି.କେ ପାଣ୍ଡିଆନ ଏବଂ ପୀଠର ସୌନ୍ଦର୍ଯ୍ୟ କରଣ ଓ ଅନ୍ୟାନ୍ୟ ଭିତ୍ତିଭୂମି ର ବିକାଶ ବିଭିନ୍ନ ଯୋଜନା ପାଇଁ ସେ ଅଧିକାରୀ ମାନଙ୍କ ସହିତ ଆଲୋଚନା କରିଛନ୍ତି।

ଵିଦ୍ୟାଧର ସାହୁଙ୍କ ରିପୋର୍ଟ….

Related posts

ଧୋବେନପଡା ମା ହିଙ୍ଗୁଳା ଦେବୀ ଙ୍କ ଝାଞ୍ଜିମଡା ଯାତ୍ରା ମହୋତ୍ସବ ପାଳିତ

ଚିଲିଚିଲା ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶିଶୁ ମହୋତ୍ସବ, ସୁରଭି-୨୦୨୨

Sunil Chandra Nayak

ମସୀହା ର ସାହିତ୍ୟ ଅଗଣା ପକ୍ଷରୁ ଅନୁଷ୍ଟିତ ପ୍ରତିଯୋଗିତା ରେ ଶ୍ରେଷ୍ଟ ବିବେଚିତ କବୟତ୍ରି ମମତା ସାହୁ, ଗାଈ ଗାଁ, କଳାହାଣ୍ଡି  ଙ୍କୁ ସୁନୀଲ ଚନ୍ଦ୍ର ନାୟକ,ସଂପାଦକ, ମସୀହା ଓ ପ୍ରଫୁଲ୍ଲ ଚନ୍ଦ୍ର ପାଢ଼ୀ, ସଂଯୋଜକ,ସାହିତ୍ୟ ଅଗଣା ଙ୍କ ଦ୍ଵାରା ଡିଜିଟାଲ ମାନପତ୍ର ପ୍ରଦାନ

Leave a Comment

error: Content is protected !!