ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

୯୦ ତମ ଓଡ଼ିଶା ପୋଲିସ ପ୍ରତିଷ୍ଠା ଦିବସ ଉପଲକ୍ଷେ ନୂଆପଡ଼ା ଜିଲ୍ଲା ପୋଲିସ ଆରକ୍ଷୀ ଅଧିକ୍ଷକ ଡିଜିପି ପୁରସ୍କାର ରେ ସମ୍ମାନିତ 

୯୦ ତମ ଓଡ଼ିଶା ପୋଲିସ ପ୍ରତିଷ୍ଠା ଦିବସ ଉପଲକ୍ଷେ ନୂଆପଡ଼ା ଜିଲ୍ଲା ପୋଲିସ ଆରକ୍ଷୀ ଅଧିକ୍ଷକ ଡିଜିପି ପୁରସ୍କାର ରେ ସମ୍ମାନିତ 

 ନୂଆପଡା,ନୂଆପଡ଼ା ଜିଲ୍ଲା ପୋଲିସ ଆରକ୍ଷୀ ଅଧିକ୍ଷକ ଜିଆର ରାଘବେନ୍ଦ୍ର ନୂଆପଡ଼ା ରେ ଯୋଗ ଦାନ ପରେ ଜିଲ୍ଲା ରେ ଆଇନ ଶୃଙ୍ଖଳା ପରିସ୍ଥିତି ସୁଧାର ଆସିବା ସହ ଉଲ୍ଲେଖନୀୟ ଅବଦାନ ନେଇ ତାଙ୍କୁ ଡିଜିପି ପୁରସ୍କାର ରେ ସମ୍ମାନିତ ହୋଇଛନ୍ତି।୯୦ ତମ ଓଡ଼ିଶା ପୋଲିସ ପ୍ରତିଷ୍ଠା ଦିବସ ଉପଲକ୍ଷେ ନୂଆପଡ଼ା ଜିଲ୍ଲା ପୋଲିସ ଆରକ୍ଷୀ ଅଧିକ୍ଷକ ଡିଜିପି ପୁରସ୍କାର ରେ ସମ୍ମାନିତ ହୋଇଛନ୍ତି।

ନୂଆପଡା ରୁ ସୁଜିତ କୁମାର ପ୍ରଧାନ ଙ୍କ ରିପୋର୍ଟ

Related posts

ବିଜୁ ପଟ୍ଟନାୟକ ଥିଲେ ଧର୍ମୀୟ ତଥା ଆଞ୍ଚଳିକ ସଂକୀର୍ଣ୍ଣତାର ବହୁ ଊର୍ଦ୍ଧ୍ବରେ , ପ୍ରଗତି ଉତ୍କଳ ସଂଘ ଆନୁକୂଲ୍ୟରେ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳନ

masiha

କଳାହାଣ୍ଡି ଉତ୍ସବ ଘୁମୁରା ଉପଲକ୍ଷେ ଗଣଦୌଡ ପ୍ରତିଯୋଗିତା 

masiha

ଅବ୍ୟବସ୍ଥାରେ ରାଜପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ

Sunil Chandra Nayak

Leave a Comment

error: Content is protected !!