ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଓଡ଼ିଆ ପକ୍ଷର ତୃତୀୟ ଦିବସ ରେ ଜିଲ୍ଲାରେ ପାରମ୍ପରିକ ପୋଷାକ ପରିଧାନ

ଓଡ଼ିଆ ପକ୍ଷର ତୃତୀୟ ଦିବସ ରେ ଜିଲ୍ଲାରେ ପାରମ୍ପରିକ ପୋଷାକ ପରିଧାନ

ଆମ ପୋଷାକ ଆମ ପରିଚୟ

ସୁନ୍ଦରଗଡ଼, ୦୩/୦୪/୨୫: “ଓଡ଼ିଆ ପକ୍ଷ” ପାଳନ ର ତୃତୀୟ ଦିବସ ରେ ଆଜି ଜିଲ୍ଲାର ବିଭିନ୍ନ ସ୍ଥାନରେ ପାରମ୍ପରିକ ପୋଷାକ ପରିଧାନ କରାଯାଇଛି।

ଏହି ଅବସର ରେ ଆଜି ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ଠାରେ ଆୟୋଜିତ କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଶ୍ରୀ ମନୋଜ ମହାଜନ, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ରବି ନାରାୟଣ ସାହୁ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଶ୍ରୀ ସୁରଞ୍ଜନ ସାହୁ, ସଦର ଉପଜିଲ୍ଲାପାଳ ଶ୍ରୀ ଦାଶରଥି ସରାବୁ, ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ଏବଂ କର୍ମଚାରୀ ମାନେ ଯୋଗ ଦେଇଥିଲେ। 

ସେହିଭଳି ରାଉରକେଲା ମହାନଗର ନିଗମ କାର୍ଯ୍ୟଳୟ, ସମସ୍ତ ଉପଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ, ସମସ୍ତ ବ୍ଲକ , ସମସ୍ତ ତହସିଲ, ସମସ୍ତ ପୌର ପରିଷଦ ଅଞ୍ଚଳ ସହିତ ଅନ୍ୟାନ୍ୟ ଅଞ୍ଚଳ ରେ ମଧ୍ୟ ଆଜି ପାରମ୍ପରିକ ପୋଷାକ ପରିଧାନ କରାଯିବା ସହିତ “ଆମ ପୋଷାକ ଆମ ପରିଚୟ ” ସ୍ଲୋଗାନ ଦିଆଯାଇଥିଲା। 

ରାଉରକେଲା ରୁ କୁଞ୍ଜ ବିହାରି ରାଉତ ଙ୍କ ରିପୋର୍ଟ୍ 

Related posts

ରଥଯାତ୍ରା-୨୦୨୬ ଉପଲକ୍ଷେ  ସଂସ୍କୃତିଜ କାର୍ଯ୍ୟକ୍ରମ ପାଇଁ ପ୍ରସ୍ତୁତି ବୈଠକ ବୈଠକ 

Sunil Chandra Nayak

ଢେଙ୍କାନାଳ ଜିଲ୍ଳା ପ୍ରଶାସନ,ସଞ୍ଚୟ ଓ ଆର୍ଥିକ ସେବା ବିଭାଗର ବିଶ୍ଵ ମିତବ୍ୟୟିତା ଦିବସ-୨୦୨୫ ପାଳିତ 

Sunil Chandra Nayak

ପୁଣି ଇଟାଲୀ ଭାଷାରେ ଅନୁଦିତ ହେଲା ଡ଼.ଭବାନୀ ଶଙ୍କର ନିଆଲଙ୍କ କବିତା

masiha

Leave a Comment

error: Content is protected !!