ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ବିଷ୍ଣୁପ୍ରିୟା ଚାରିଟେବୁଲ୍ ଟ୍ରଷ୍ଟ,ଓଡ଼ିଶା ପକ୍ଷରୁ ଜଳଛତ୍ର 

ବିଷ୍ଣୁପ୍ରିୟା ଚାରିଟେବୁଲ୍ ଟ୍ରଷ୍ଟ,ଓଡ଼ିଶା ପକ୍ଷରୁ ଜଳଛତ୍ର 

କଟକ : ଅଗ୍ରଣୀ ସାମାଜିକ ସଂଗଠନ ବିଷ୍ଣୁପ୍ରିୟା ଚାରିଟେବୁଲ୍ ଟ୍ରଷ୍ଟ, ଓଡ଼ିଶା (ବିସିଟି) ପକ୍ଷରୁ ଏବଂ କ୍ରିଷ୍ଣା ଗ୍ରାଫିକ୍ସ ସହଯୋଗୀତାରେ ଓଡ଼ିଆ ନବବର୍ଷ ଓ ମହା ବିଷୁବ ପଣା ସଂକ୍ରାନ୍ତି ଉପଲକ୍ଷେ ବରୀ ମାଉଣ୍ଟ ଠାରେ ଜଳଛତ୍ର ବ୍ୟବସ୍ଥା କରାଯାଇଛି । ଟ୍ରଷ୍ଟ ଅଧ୍ୟକ୍ଷ ବିଶିଷ୍ଟ ସମାଜସେବୀ ଇଂ.ବିମଳ ଚନ୍ଦ୍ର ଦାସଙ୍କ ଅନୁମୋଦନ କ୍ରମେ ସଦସ୍ୟ ଯୁବ ସମାଜସେବୀ ଉଦୟ ରଞ୍ଜନ ଦାସ,ଗୁଣମଣି ବେହେରା,ଜବାହାରଲାଲ୍ ମହାନ୍ତି,ମଳୟ କୁମାର ସାହୁ ଓ ଅନ୍ୟାନ୍ୟ କାର୍ଯ୍ୟକର୍ତ୍ତା ଉପସ୍ଥିତ ରହି ଏହି ମହାନ୍ ସେବା କାର୍ଯ୍ୟକୁ ସଫଳ କରିଛନ୍ତି । ଟ୍ରଷ୍ଟ ପକ୍ଷରୁ ପବିତ୍ର ଦିବସରେ ସମସ୍ତଙ୍କୁ ଶୁଭେଚ୍ଛା ଜ୍ଞାପନ କରା ଯାଇଛି । 

ଶ୍ରୀକାନ୍ତ ବେଉରା ଙ୍କ ରିପୋର୍ଟ୍ 

Related posts

ଅତିରିକ୍ତ ଜିଲ୍ଲା ଦୌରା ଜର୍ଜ ଙ୍କ ତାଳୁକା ଆଇନ ସହାୟତା କେନ୍ଦ୍ର ତରଫରୁ ମହିଳା ହିଂସା ଏବଂ ଅଶ୍ଳୀଳ ଉପରେ କାର୍ଯ୍ୟକ୍ରମ ଅନୁଷ୍ଠିତ

masiha

ଛୋରିଆଗଡ ଠାରେ ଲୋକକଳା ପାଇଁ ଦିନଟିଏ ପାଳିତ

masiha

ମହାବୀର ସାଂସ୍କୃତିକ ଅନୁଷ୍ଠାନ ଦ୍ବାରା ମହାରାଜା ପ୍ରତାପ କେଶରୀ ଦେଓ ଘୁମୁରା ଏକାଡେମୀର ୪୩ତମ ପ୍ରତିଷ୍ଠା ଦିବସ ପାଳିତ

Sunil Chandra Nayak

Leave a Comment

error: Content is protected !!