ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଜୁନାଗଡ଼ରେ ପଞ୍ଚାୟତିରାଜ ଦିବସ ପାଳିତ

ଜୁନାଗଡ଼ରେ ପଞ୍ଚାୟତିରାଜ ଦିବସ ପାଳିତ

ଜୁନାଗଡ଼୨୪/୦୪ (ମନୀ ସ)କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ପଞ୍ଚାୟତ ସମିତି ପକ୍ଷରୁ ଆଜି ଜାତୀୟ ପଞ୍ଚାୟତିରାଜ ଦିବସ ପାଳିତ ହୋଇଯାଇଛି।ସ୍ତାନୀୟ ସାପ୍ତାହିକ ହାଟ ଆରାଏମସି ମାର୍କେଟ ୟାର୍ଡ ପରିସରରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ, ବିଡିଓ ଦେବାଶିଷ କର,ଅତିରିକ୍ତ ତହସିଲଦାର ଅଶୋକ କୁମାର ମିଶ୍ର,ବ୍ଲକ ଉପାଧ୍ୟକ୍ଷ ପ୍ରମୋଦ ବେହେରା, ପୂର୍ବତନ ନଗରପାଳ ମୁକେଶ ଅଗ୍ରୱାଲ,ଜିପିଇଓ, ବି ଏସ ଏସ ଓ ତୁଷାର ସାହୁ ,ଓ ବିଭିନ୍ନ ବିଭାଗୀୟ ଅଧିକାରୀ, କର୍ମଚାରୀ, ସ୍ୱୟଂ ସହାୟକ ଗୋଷ୍ଠୀ ମହିଳାଙ୍କ ସମେତ ବ୍ଲକର ବିଭିନ୍ନ ଅଞ୍ଚଳରୁ ଶତାଧିକ ଜନସାଧାରଣ ଉପସ୍ଥିତ ଥିଲେ। 

ଜୁନାଗଡ଼ ରୁ ନରେନ୍ଦ୍ର କ୍ଷିତି ଙ୍କ ରିପୋର୍ଟ୍ 

Related posts

ଜନ କଲ୍ୟାଣ ସାମ୍ୱାଦିକ ସଂଘ ଶୋକାକୁଳ ପରିବେଶରେ ଉପସ୍ଥିତ ରହି ନୀରବ ପ୍ରାର୍ଥନା

masiha

କୋଟର୍ପେଟା ଛକରେ ଆଠ ବର୍ଷ ଧରି ନିତ୍ୟ ତ୍ରିରଙ୍ଗା ଉତ୍ତୋଳନ; ସ୍ୱାମୀ ଲକ୍ଷ୍ମଣାନନ୍ଦଙ୍କୁ ଶ୍ରଦ୍ଧାଞ୍ଜଳି 

Sunil Chandra Nayak

ଓଡିଶା ସାହିତ୍ୟ ଏକାଡେମୀ ଓ ଜିଲ୍ଲା ପ୍ରଶାସନ ତରଫରୁ ବିଭିନ୍ନ ପ୍ରତିଯୋଗିତା ଆୟୋଜିତ 

masiha

Leave a Comment

error: Content is protected !!