ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ବରିଷ୍ଠ ଶିକ୍ଷାବିତ୍ ନୀଳକଣ୍ଠ କରଙ୍କ ବିୟୋଗରେ ଶୋକ

ଲାଞ୍ଜିଗଡ଼,୨୭/୪- ଓଡ଼ିଶାର ଅଗ୍ରଣୀ ବୈଚାରିକ ସଂଗଠନ ଅଲ୍ ଓଡ଼ିଶା ସିଡ୍ୟୁଲ୍ଡ କାଷ୍ଟ ଫେଡେରେସନର ସାଧାରଣ ସଂପାଦକଙ୍କ ବାପା ତଥା ବରିଷ୍ଠ ଶିକ୍ଷାବିତ୍ ଏବଂ ରାଜ୍ୟପାଳ ପୁରସ୍କାରପ୍ରାପ୍ତ ଆଦର୍ଶ ଶିକ୍ଷକ ନୀଳକଣ୍ଠ କର(୭୬)ଙ୍କ ଭବାନୀପାଟଣା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଭାବେ ପରଲୋକ ଘଟିଛି । ତାଙ୍କ ବିୟୋଗରେ ଅଲ୍ ଓଡ଼ିଶା ସିଡ୍ୟୁଲ୍ଡ କାଷ୍ଟ ଫେଡରେସନର ଜିଲ୍ଲା ସଂପାଦକ ଶ୍ରୀବତ୍ସ ତାଣ୍ଡି, ଜିଲ୍ଲା କମିଟି ସଦସ୍ୟ ସୁଶୀଲ କୁମାର ବାଗ, ଗୋପାଳଦାସ ମହାନନ୍ଦ, ବ୍ଲକ ସଭାପତି ଜଗଦୀଶ ବେନିଆଁ, ଉପସଭାପତି ହରିହର କୁମାର ପ୍ରମୁଖ ଗଭୀର ଶୋକ ପ୍ରକାଶ କରିଛନ୍ତି ! ମ ନି ସ

Related posts

ପାଳିତ ହେଲା ଗୋପବନ୍ଧୁଙ୍କ ଶ୍ରାଦ୍ଧ ଦିବସ

Sunil Chandra Nayak

ନଳିନୀ ପ୍ରଭା ମିଶ୍ର ଙ୍କ କବିତା ଅନ୍ଵେଷଣ

Sunil Chandra Nayak

ବନ୍ଧୁତ୍ବ ଇଜି ବଲ ମ୍ୟାଚ ଅନୁଷ୍ଠିତ

Sunil Chandra Nayak

Leave a Comment

error: Content is protected !!