ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଶମ୍ଭୁ ଚନ୍ଦନ ଙ୍କ ଅକସ୍ମାତ ବିୟୋଗ ରେ ଶୋକ ବାର୍ତ୍ତା 

ଶମ୍ଭୁ ଚନ୍ଦନ ଙ୍କ ଅକସ୍ମାତ ବିୟୋଗ ରେ ଶୋକ ବାର୍ତ୍ତା 

ଜିଲ୍ଲା ଭବାନିପାଟଣା ରକ୍ତ ଭଣ୍ଡାର ରେ କାର୍ଯ୍ୟରତ ଶମ୍ଭୁ ଚନ୍ଦନ ଙ୍କ ଅକସ୍ମାତ ହୃଦଘାତରେ ମୃତ୍ୟୁ ବରଣ  ରେ ଜାଣି ଆମ୍ଭେ ବହୁତ ଦୁଃଖିତ ଓ ମର୍ମାହତ। ଆମ Social Welfare Organisation, Kalahandi ପରିବାର ତରଫରୁ ଏପରି ଦୁଃଖଦ ସମୟରେ ତାଙ୍କ ଅମର ଆତ୍ମାର ସଦଗତି କାମନା ସହ ପରିବାର ବର୍ଗଙ୍କ ପ୍ରତି ଗଭୀର ସମବେଦନା ଜଣାଇବା ସହିତ ଭଗଵାନ ସେମାନ ଙ୍କୁ ସାହସ ଓ ଶକ୍ତି ପ୍ରଦାନ କରନ୍ତୁ। ତୁମର ଅବଦାନ ଆମେ କେହି ଭୁଲି ପାରିବୁନି , ଓମ୍ ଶାନ୍ତି ।

କଳାହାଣ୍ଡି ଜିଲ୍ଲା ପ୍ରତିନିଧି ବିଷ୍ଣୁ ଚରଣ ସ୍ଵାଇଁ ଙ୍କ ରିପୋର୍ଟ୍

Related posts

ଅବୈଧ ବିଦେଶୀ ମଦ ଓ ଦେଶୀ ମଦ ପୁଡ଼ି ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ଉ ମଦ ଜବତ ସହ ୨ଅଟକ

Sunil Chandra Nayak

ଶ୍ରୀ ଶ୍ରୀ ଶ୍ରୀ ହନୁମାନ ଜନ୍ମମହୋତ୍ସବ ୨୦୨୫ 

masiha

ଇନ୍ଦ୍ରାବତୀ ପ୍ରକଳ୍ପ ଉଚ୍ଚ ବିଦ୍ୟାଳୟ ରେ କ୍ଳଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ

masiha

Leave a Comment

error: Content is protected !!