ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ବିକାଶ ବାହାନ ଯାତ୍ରା ନେଇ ପ୍ରସ୍ତୁତି ବୈଠକ 

ବିକାଶ ବାହାନ ଯାତ୍ରା ନେଇ ପ୍ରସ୍ତୁତି ବୈଠକ 

ଡାବୁଗାଁ, ୬/୬ (ମ.ନି.ସ.)- ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ କାର୍ଯ୍ୟ|ଳୟ ର ବିଡିଓ ଙ୍କ ପ୍ରକୋଷ୍ଠରେ ବିକାଶ ବାହାନ ଯାତ୍ରା କାର୍ଯ୍ୟକ୍ରମ ନେଇ ପ୍ରସ୍ତୁତି ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି | ଏଥିରେ ନୂତନ ସରକାର ଙ୍କ ୧ ବର୍ଷ କାର୍ଯ୍ୟକାଳ ମଧ୍ୟରେ ହୋଇଥବା ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ଗୁଡିକ ଉପରେ ଜନସାଧାରଣଙ୍କୁ ବାହାନ ରେ ଏଲଇଡି ମାଧ୍ୟମରେ ସଚେତନ କରାଯିବ | ଏହି କାର୍ଯ୍ୟକ୍ରମ ଚଳିତ ମାସ ୧୨ ତାରିଖ ରୁ ଆରମ୍ଭ ହୋଇ ୨୦ ତାରିଖ ପର୍ଯ୍ୟନ୍ତ ଚାଲିବା ନେଇ ଆଲୋଚନା ହୋଇଥିଲା | ଏହି ବୈଠକରେ ବିଡିଓ ଶରତ ମାଝି, ଗ୍ରାମ ପଞ୍ଚାୟତ ନିର୍ବାହୀ ଅଧିକାରୀ ପଦ୍ମନାଭ ଭାଲ୍ଲା, ପଞ୍ଚାୟତ ନିର୍ବାହୀ ଏ.ଡି ପ୍ରସାଦ, ଅର୍ଜୁନ ଭତ୍ରା, ଦିବ୍ୟଶଙ୍କର ପୂଜାରୀ, କାମିନୀ ହରିଜନ ଓ ରୂପାଲୀ ମଣ୍ଡଳ ଏବଂ ସମସ୍ତ ସରପଞ୍ଚ, ଏସିଡିଓ ଓ ଗ୍ରାମ ରୋଜଗାର ସେବକ ମାନେ ଉପସ୍ଥିତ ଥିଲେ |

ଡାବୁଗାଁରୁ ପ୍ରଜ୍ଞାରଞ୍ଜନ ପରିଡାଙ୍କ ରିପୋର୍ଟ

Related posts

ଜିଲ୍ଲା ଦିଶା କମିଟି ବୈଠକ  ବିଭିନ୍ନ ଯୋଜନାରର ଅଗ୍ରଗତି ଓ ସଫଳତା ଉପରେ ସମୀକ୍ଷା

Sunil Chandra Nayak

ଚେପଟିଆମ୍ବାରେ ପୁଣି ଜଣେ ମହିଳାଙ୍କ ମୃତ୍ୟୁ,ମୃତ୍ୟୁ ସଂଖ୍ୟା ୪କୁ ବୃଦ୍ଧି 

masiha

ମୁଣ୍ଡୁରାଗୁଡା ଠାରେ ନୂଆଖାଇ ଅବସରରେ ବସ୍ତ୍ର ବଣ୍ଟନ

masiha

Leave a Comment

error: Content is protected !!