ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ନବରଙ୍ଗପୁର ଜିଲ୍ଲାରେ ଦାୟିତ୍ଵ ନେଲେ ନୁତନ ଆରକ୍ଷୀ ଅଧିକ୍ଷକ 

ନବରଙ୍ଗପୁର ଜିଲ୍ଲାରେ ଦାୟିତ୍ଵ ନେଲେ ନୁତନ ଆରକ୍ଷୀ ଅଧିକ୍ଷକ 

ନବରଙ୍ଗପୁର:(୯|୬)(ରବି ନାରାୟଣ ମହାନ୍ତି)ନବରଙ୍ଗପୁର ଜିଲ୍ଲାରେ ନୁତନ ଆରକ୍ଷୀ ଅଧିକ୍ଷକ ଭାବେ ସୋମବାରରେ ମଡକର ସନ୍ଦୀପ ସମ୍ପତ୍ତ ଦାୟିତ୍ଵ ଗ୍ରହଣ କରିଛନ୍ତି l ସେ ପୂର୍ବରୁ ଭଦ୍ରକ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଭାବେ କାର୍ଯ୍ୟ ସମ୍ପାଦନ କରୁଥିଲେ l ଏହି ଅବସରରେ କନେଷ୍ଟବଲ ଓ ହାବିଲଦାର ସଂଘ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ବଟକୃଷ୍ଣ ମିଶ୍ର, ଆଦିତ୍ୟ ସେନ ଓ ଆରକ୍ଷୀ ଅଧିକ୍ଷକ କାର୍ଯ୍ୟାଳୟର କର୍ମଚାରୀ ମାନେ ତାଙ୍କୁ ଭେଟି ପୁଷ୍ପ ଗୁଚ୍ଛ ଦେଇ ସ୍ୱାଗତ କରିଥିଲେ l ତାଙ୍କ ଯୋଗ ଦାନ ରେ କର୍ମଚାରୀ ମହଲରେ ଖୁସିର ଜୁଆର ଖେଳି ଯାଇଛି l

ନବରଙ୍ଗପୁର ଜିଲ୍ଲାରୁ ରବି ନାରାୟଣ ମହାନ୍ତିଙ୍କ ରିପୋର୍ଟ ମସିହା ନିଉଜ୍ 

Related posts

କୋଟି କୋଟି ଟଙ୍କାରେ ନିର୍ମିତ ହୋଇଥିବା ପାନୀୟ ଜଳ ପ୍ରକଳ୍ପ ଠପ୍ 

ରାଇରଙ୍ଗପୁର ବ୍ଳକ ସ୍ତରୀୟ ନିର୍ମାଣ ଶ୍ରମିକ କଲ୍ୟାଣ ଯୋଜନା ସହାୟତା ବଣ୍ଟନ ଶିବିରରେ ୪୮ ଲକ୍ଷ,୯୫ ହଜାର ଟଙ୍କାର ସହାୟତା ପ୍ରଦାନ 

masiha

ହଜାର ହଜାର ଶ୍ରଦ୍ଧାଳୁଙ୍କ ଗହଣରେ ନବନିର୍ମିତ ଶିବମନ୍ଦିର ପ୍ରତିଷ୍ଠା ଉତ୍ସବର ପୂର୍ଣ୍ଣାହୁତୀ 

Sunil Chandra Nayak

Leave a Comment

error: Content is protected !!