ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ବିକଶିତ ଓଡ଼ିଶାରେ ନିଜର ସ୍ଥିତି ସୁଦୃଢ଼ କର

ଢ଼େଙ୍କାନାଳ ଜିଲ୍ଲାର କାମାକ୍ଷାନଗର ବିଜ୍ଞାପିତ ଅଞ୍ଚଳ ପରିଷଦ ଅନ୍ତର୍ଭୁକ୍ତ ୧୦ ନମ୍ବର ୱାର୍ଡ ଶ୍ରୀରାମ ନଗର ସାହି ସ୍ଵୟଂ ସହାୟିକା ଗୋଷ୍ଠୀ ର ମହିଳା ମାନଂକ ସାମାଜିକ ଓ ଆର୍ଥିକ ଅଭିବୃଦ୍ଧି ଘଟାଇବା ସହ ସେମାନଙ୍କୁ ସ୍ବାବଲମ୍ବୀ କରିବା ନିମନ୍ତେ ଆଜି ଦିନ ୧୦ଘ. ସମୟ ରେ ଏକ ତାଲିମ୍ ଶିବିର ଅନୁଷ୍ଠିତ ହୋଇ ଯାଇଅଛି ।ଉକ୍ତ କାର୍ଯ୍ୟକ୍ରମରେ ନଗରପାଳ ଶ୍ରୀଯୁକ୍ତ ଧର୍ମେନ୍ଦ୍ର ପରିଡା ଅଧ୍ୟକ୍ଷତା କରିଥିଲେ। ଓଡ଼ିଶା ସରକାର ଙ୍କ ବିଭିନ୍ନ ଯୋଜନାରେ ସାମିଲ ହୋଇ ଏହାର ସୁଫଳ ହାସଲ କରିବା ସହିତ ବିକଶିତ ଓଡ଼ିଶା ରେ ନିଜର ସ୍ଥିତି ସୁଦୃଢ଼ କରିବାକୁ ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ ମତ ବ୍ୟକ୍ତ କରିଥିଲେ। ବିଜ୍ଞାପିତ ଅଞ୍ଚଳ ପରିଷଦ ର ବହୁ ଜନ ପ୍ରତିନିଧି ସମେତ ବହୁ ନଗର ବାସି ଉପସ୍ଥିତ ଥିଲେ।ଢେଙ୍କାନାଳ ରୁ ନାୟକ ଅକ୍ଷୟ ରାଜହସ୍ତୀ ଙ୍କ ରିପୋର୍ଟ ।

Related posts

କଳାହାଣ୍ଡି କଳାକାର ସଂଘର ନୂତନ କର୍ମକର୍ତ୍ତା ଚୟନ

masiha

ବବି ଜୈନ୍ ଙ୍କ କବିତା ମୁଁ କବି

Sunil Chandra Nayak

ନର୍ଲା ପ୍ରେସ୍ ଆସୋସିଏସନ୍ ର ଜରୁରୀ କାଳୀନ ବୈଠକ

Sunil Chandra Nayak

Leave a Comment

error: Content is protected !!