ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ 

ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ 

ଡାବୁଗାଁ, ୨୧/୬ (ମ.ନି.ସ.)- ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ ସଦରମହକୁମା ସ୍ଥିତ ଶ୍ରୀନିବାସ କଲ୍ୟାଣ ମଣ୍ଡପ ଠାରେ ଶନିବାର ଯୋଗ ଦିବସ ପାଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି | ଏହି ବୈଠକରେ ବିଡିଓ ଶରତ ମାଝି, ବ୍ଲକ ମଙ୍ଗଳ ସମ୍ପ୍ରସାରଣ ଅଧିକାରୀ ଆଦିତ୍ୟ ନାରାୟଣ ରଥ, ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ଯତୀନ ପାଣିଗ୍ରାହୀ, ପଞ୍ଚାୟତ ଉନ୍ନୟନ ଅଧିକାରୀ ପଦ୍ମନାଭ ଭାଲ୍ଲା, ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ ସନ୍ତୋଷ କୁମାର ସାହୁ, ବରିଷ୍ଠ ନାଗରିକ ନିତ୍ୟାନନ୍ଦ ମହାନ୍ତି ସମେତ ବହୁ ବରିଷ୍ଠ ନାଗରିକ ଓ ଅଙ୍ଗନୱାଡି କର୍ମୀ, ଛାତ୍ରୀଛାତ୍ର ମାନେ ଉପସ୍ଥିତ ରହି ଯୋଗ କରିଥିଲେ |

ଡାବୁଗାଁରୁ ପ୍ରଜ୍ଞାରଞ୍ଜନ ପରିଡାଙ୍କ ରିପୋର୍ଟ

Related posts

ବିଭିନ୍ନ କଲେଜ ଛାତ୍ରଛାତ୍ରୀ ଙ୍କ ସମସ୍ୟା କୁ ନେଇ ନୂଆପଡ଼ା ଜିଲ୍ଲା ଖଡ଼ିଆଳ ଏନ୍ ଏ ସି ଆଲୋଚନା ଚକ୍ର

Sunil Chandra Nayak

ଜିଲ୍ଲାପାଳଙ୍କ ୫-ଟି ବିଦ୍ୟାଳୟ କାର୍ଯ୍ୟ ଅନୁଧ୍ୟାନ

Sunil Chandra Nayak

ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ବାଲାଜୀ ବିହାର ଭବାନୀପାଟଣା ଗୁରୁଦିବସ 

masiha

Leave a Comment

error: Content is protected !!