ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଫଟୋ ସାମ୍ବାଦିକ ବୀରୁ ସାହୁଙ୍କ ବିୟୋଗ ରେ ଶ୍ରଦ୍ଧାଞ୍ଜଳି ସଭା

ଫଟୋ ସାମ୍ବାଦିକ ବୀରୁ ସାହୁଙ୍କ ବିୟୋଗ ରେ ଶ୍ରଦ୍ଧାଞ୍ଜଳି ସଭା

ଭୁବନେଶ୍ବର ରେ ଇପିଏ ଉଇକ୍ଲି ଗଣମାଧ୍ୟମରେ କାର୍ଯ୍ୟରତ ଯୁବ ଫଟୋ ସାମ୍ବାଦିକ ଵିରୁ ସାହୁଙ୍କ ଆଜି ସକାଳେ ଦେହାନ୍ତ ହୋଇଯାଇଛି।ସେ କିଛି ଦିନ ଧରି ଅସୁସ୍ଥ ଥିବା ଯୋଗୁଁ ଏମ୍ସ ରେ ଚିକିତ୍ସାଧୀନ ଥିଲେ।ଗତକାଲି ରାତ୍ରି ରେ ଖାଇ ପିଇ ସୋଇଥିଲେ କିନ୍ତୁ ସକାଳ ହେବା ପରେ ସେ ଆଉ ଉଠି ନଥିଲେ।ପରିବାର ଲୋକ ତାଙ୍କୁ ମେଡିକାଲ ନେବା ପରେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।ପରେ ତାଙ୍କ ଶେଷକୃତ୍ୟ ପୁରୀ ସ୍ଵର୍ଗଦ୍ଵାର ରେ ସମ୍ପନ୍ନ ହୋଇଥିଲା।ଏହାପରେ ଆଜି ସନ୍ଧ୍ୟାରେ ଫଟୋ ସାମ୍ବାଦିକମାନଙ୍କ ପକ୍ଷରୁ ଡ଼ଟ୍ କମ୍ ଠାରେ ତାଙ୍କ ଉଦ୍ଦେଶ୍ୟରେ ଏକ ଶ୍ରଦ୍ଧାଞ୍ଜଳୀ ସଭା ଅନୁଷ୍ଠିତ ହୋଇଥିଲା।ଯେଉଁଥିରେ ଅନେକ ସାମ୍ବାଦିକ ଓ ଫଟୋ ସାମ୍ବାଦିକମାନେ ଉପସ୍ଥିତ ରହି ତାଙ୍କ ଅମର ଆତ୍ମା ର ସଦଗତି ନିମନ୍ତେ ପର୍ଥନା କରିବା ସହ ଶୋକ ସନ୍ତପ୍ତ ପରିବାର ପ୍ରତି ସମବେଦନା ଜଣାଇଛନ୍ତି। 

ବିଦ୍ୟାଧର ସାହୁ ଙ୍କ ରିପୋର୍ଟ୍ 

Related posts

ବିଶ୍ବ ମହିଳା ଦିବସରେ ମହିଳାଙ୍କୁ ମିଳିଲା ସମ୍ମାନ

masiha

ବାଇକ ଦୁର୍ଘଟଣା ଘଟି ଚାଳକ ଆହତ, ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି

masiha

ରୁପ୍ରାଠାରେ ରଥଯାତ୍ରା ପାଳନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

Sunil Chandra Nayak

Leave a Comment

error: Content is protected !!