ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ମର୍ମନ୍ଦୁନ୍ତ ଦୁର୍ଘଟଣା,  ଜଣେ ମୃତ ପାଞ୍ଚଜଣ ଗୁରୁତର

ମର୍ମନ୍ଦୁନ୍ତ ଦୁର୍ଘଟଣା,  ଜଣେ ମୃତ ପାଞ୍ଚଜଣ ଗୁରୁତର 

କେନ୍ଦୁଝର ଜିଲ୍ଲାର ଯୋଡ଼ା ଥାନା ଅନ୍ତର୍ଗତରେ ଘଟିଛି ମର୍ମନ୍ଦୁନ୍ତ ଦୁର୍ଘଟଣା, ଦୁର୍ଘଟଣାରେ ଜଣେ ମୃତ ପାଞ୍ଚଜଣ ଗୁରୁତର ଆହତ ହୋଇଥିବା ନେଇ ସୂଚନା। ସୂଚନା ଅନୁଯାୟୀ ବିଳମ୍ବିତ ରାତ୍ରୀରେ ସୁବାଷିନୀ ନାମକ ଏକ ବସ୍ ବରଯାତ୍ରୀ ଙ୍କୁ ନେଇ ଯୋଡ଼ା ଅଭିମୁଖେ ଫେରୁଥିବା ବେଳେ କେନ୍ଦୁଝର ଜିଲ୍ଲା ଯୋଡ଼ା ଥାନା ଅନ୍ତର୍ଗତ ବିଲେଇପଦା କାରଣ ସାହି ନିକଟରେ ଏକ ଟ୍ରକ୍ ପଛ ପଟକୁ ବସ୍ ଟି ଧକ୍କା ଦେବାରୁ ଘଟିଛି ଏହି ମର୍ମନ୍ଦୂନ୍ତ ଦୁର୍ଘଟଣା। ଏହି ଦୁର୍ଘଟଣା ରେ ଜଣେ ମୃତ ହୋଇଥିବା ବେଳେ ପାଞ୍ଚଜଣ ଗୁରୁତର ଆହତ ହୋଇଥିବା ନେଇ ସୂଚନା। ଆହତଙ୍କୁ ପ୍ରଥମେ ବାସୁଦେବପୁର ଚିକିତ୍ସାଳୟ ଓ ପରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଥିବା ନେଇ ସୂଚନା। ତେବେ ଘଟଣା ସ୍ଥଳରେ ପୋଲିସ୍ ପହଞ୍ଚି ତଦନ୍ତ ଜାରି ରଖିଥିବା ନେଇ ସୂଚନା।

ଯୋଡ଼ା ରୁ ଉର୍ମିଳା ପଣ୍ଡା ରିପୋର୍ଟ

Related posts

ସିଆରିଆ ଗ୍ରାମରେ ତ୍ରୟୋଦଶ ବାର୍ଷିକ -୨୦୨୬ ଶ୍ରୀରାମ ଚରିତ ମାନସ ନବାହ୍ନ ପାରାୟଣ ଓ ପ୍ରବଚନ ଜ୍ଞାନଯଜ୍ଞର ତୃତୀୟ ଦିନରେ ଶିବଧନୁ ଭଗ୍ନ ଓ ସୀତା ବିବାହ

Sunil Chandra Nayak

ବିଞ୍ଝୁଆ ଗ୍ରାମର ବିବି କ୍ଲବ ତରଫରୁ ପୁଲଓ୍ବାମାର ଶହୀଦ ମାନଙ୍କୁ ଶ୍ରଦ୍ଧାଞ୍ଜଳୀ

Sunil Chandra Nayak

ଏକ୍ସ କେଡର ଶିକ୍ଷକ ସଂଘ ପକ୍ଷରୁ ମୃତ ଶିକ୍ଷକଙ୍କ ପରିବାରକୁ ସମବେଦନା ଓ ସହାୟତା ପ୍ରଦାନ

masiha

Leave a Comment

error: Content is protected !!