ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

କନ୍ଧମାଳର ନୂଆ ଜିଲ୍ଲାପାଳ ହେଲେ ବେଦଭୂଷଣ

କନ୍ଧମାଳର ନୂଆ ଜିଲ୍ଲାପାଳ ହେଲେ ବେଦଭୂଷଣ

କନ୍ଧମାଳ, ତା, ୨୩/୦୭ :(ମନିସ): ରାଜ୍ୟ ସରକାର ଆଇଏଏସ ଅଧିକାରୀ ସ୍ତରରେ ବଡ ଧରଣର ଅଦଳବଦଳ କରିଛନ୍ତି। ଏହି କ୍ରମରେ କନ୍ଧମାଳ ଜିଲାପାଳ ଅମ୍ରିତ ଋତୁରାଜଙ୍କୁ ଖୋର୍ଦ୍ଧା ଜିଲ୍ଲାପାଳ ଭାବେ ବଦଳି କରାଯାଇଛି। ତାଙ୍କ ସ୍ଥାନରେ ଶ୍ରୀ ବେଦଭୂଷଣଙ୍କୁ କନ୍ଧମାଳ ଜିଲ୍ଲାପାଳ ଭାବେ ନିଯୁକ୍ତି ମିଳିଛି। ୨୦୨୦ ବ୍ୟାଚର ଆଇଏଏସ ଅଧିକାରୀ ବେଦଭୂଷଣ ଏହା ପୂର୍ବରୁ ସମ୍ବଲପୁର ମହାନଗର ନିଗମର କମିଶନର ଭାବେ କାର୍ଯ୍ୟରତ ଥିଲେ। ସେହିଭଳି ବାଲିଗୁଡା ଉପଜିଲ୍ଲାପାଳ ଡ. ରୀନା ପ୍ରଧାନଙ୍କୁ କେନ୍ଦୁଝର ଡିଏମଏଫର ମୂଖ୍ୟ ନିର୍ବାହୀ ଅଧିକାରୀ ଭାବେ ବଦଳି କରାଯାଇଥିବା ରାଜ୍ୟ ସରକାରଙ୍କ ଦ୍ବାରା ପ୍ରକାଶିତ ବିଜ୍ଞପ୍ତିରୁ ଜଣାପଡିଛି।

କନ୍ଧମାଳ ଜିଲ୍ଲାରୁ ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟ

Related posts

ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ରେ ଜନ୍ମାଷ୍ଟମୀ ଉତ୍ସବ

masiha

ଜିଲ୍ଳାସ୍ତରୀୟ ୭୭ତମ ଗଣତନ୍ତ୍ର ଦିବସ ପାଳିତ :

Sunil Chandra Nayak

କଳାହାଣ୍ଡି: ମହାସମାରୋହରେ ପାଳିତ ହେଲା ଡଙ୍ଗରଗଡ଼ ମହୋତ୍ସବ

masiha

Leave a Comment

error: Content is protected !!