ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ଶ୍ରମିକଙ୍କ ସର୍ବନିମ୍ନ ଦୈନିକ ମଜୁରୀ ବୃଦ୍ଧି କଲେ ରାଜ୍ୟ ସରକାର

ରାଜ୍ୟରେ ଶ୍ରମିକମାନଙ୍କ ହିତକୁ ଦୃଷ୍ଟିରେ ରଖି ଶ୍ରମିକ ଦିବସ ଅବସରରେ ରାଜ୍ୟ ସରକାର ସର୍ବନିମ୍ନ ଦୈନିକ ମଜୁରୀ ବୃଦ୍ଧି କରିଛନ୍ତି। ବର୍ଦ୍ଧିତ ମଜୁରୀ ଅନୁଯାୟୀ ଅଣ କୁଶଳୀ ₹୩୨୬, ଅର୍ଦ୍ଧ କୁଶଳୀ ₹୩୬୬, କୁଶଳୀ ₹୪୧୬ ଏବଂ ଉଚ୍ଚ କୁଶଳୀ ଶ୍ରମିକମାନେ ଦୈନିକ ₹୪୭୬ ସର୍ବନିମ୍ନ ମଜୁରୀ ପାଇବେ।

ମଇ ଦିବସ ଅବସରରେ ସମସ୍ତ ଶ୍ରମିକ ଭାଇଭଉଣୀମାନଙ୍କୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଶୁଭକାମନା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଶ୍ରମିକମାନେ ହେଉଛନ୍ତି ବିକାଶର ମୂଳ ଆଧାର। ଶ୍ରମିକଙ୍କ କଲ୍ୟାଣ ପାଇଁ ରାଜ୍ଯ ସରକାରଙ୍କ ପକ୍ଷରୁ କାର୍ଯ୍ଯକାରୀ ହୋଇଥିବା ଯୋଜନାରେ ସାମିଲ ହୋଇ ଏହାର ସୁଯୋଗ ନେବାକୁ ଅନୁରୋଧ କରିଛନ୍ତି।

ଵିଦ୍ୟାଧର ସାହୁଙ୍କ ରିପୋର୍ଟ….

Related posts

ପ୍ରେମଶିଳା ବେହେରା ଙ୍କ କବିତା ନୂଆଖାଇ

Sunil Chandra Nayak

ୱାଇଏମଏଫଆଇ ଓ ‘ ମିନାକ୍ଷୀ ଧର ଫାଉଣ୍ଡେସନ ପକ୍ଷରୁ ସ୍ମୃତିରେ ସ୍ମୃତିରେ’ କାର୍ଯ୍ୟକ୍ରମ 21ରେ 

କୋକସରା ନୂତନ ପେନସନ ଯୋଜନା ଭୁକ୍ତ ଶିକ୍ଷକଙ୍କ ପକ୍ଷରୁ ବିଇଓଙ୍କୁ ଦାବିପତ୍ର 

Sunil Chandra Nayak

Leave a Comment

error: Content is protected !!