ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ରାଇରଙ୍ଗପୁର ଟାଉନ ଥାନା ! ଜାତୀୟ ରାଜପଥର ନାଉଯୋଡାରେ ଗୋରୁପଲକୁ ରକ୍ଷା କରିବାକୁ ଯାଇ ୧୦୮ ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ

ରାଇରଙ୍ଗପୁର ଟାଉନ ଥାନା ! ଜାତୀୟ ରାଜପଥର ନାଉଯୋଡାରେ ଗୋରୁପଲକୁ ରକ୍ଷା କରିବାକୁ ଯାଇ ୧୦୮ ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ

 ମୟୂରଭଂଜ – ୩୦-୦୭ — ରାଇରଙ୍ଗପୁର – ଯଶିପୁର ଜାତୀୟ ରାଜପଥ ୨୨୦ ନମ୍ବର ରେ ମୋର ସମୟରେ ୧୦୮ ଆମ୍ବୁଲାନ୍ସ ଯାଉଥିବା ସମୟରେ ହଠାତ୍ ଗୋରୁ ପଲକୁ ରକ୍ଷା କରିବାକୁ ଯାଇ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଅଭିଯୋଗ ହୋଇଛି ।ସୂଚନାଯୋଗ୍ୟ ଆଜି ସକାଳୁ ବାଦାମ ପାହାଡ଼ରୁ ରୋଗୀମାନଙ୍କୁ ଧରି ୧୦୮ ଆମ୍ବୁଲାନ୍ସ ରାଇରଙ୍ଗପୁର ଉପଖଣ୍ଡ ଚିକିତ୍ସାଳୟ ଅଭିମୁଖେ ଆସୁଥିବାବେଳେ ନାଉଯୋଡା ପାଖରେ ଏକ ଗୋରୁ ପଲ ରାସ୍ତା ପାର ହେବାପାଇଁ ଦୌଡା ଦୌଡ଼ି କରି ଯାଉଥିଲେ ।ଗୋରୁପଲକୁ ରକ୍ଷା କରିବାକୁ ଯାଇ ଆମ୍ବୁଲାନ୍ସଟି ଭାରସାମ୍ୟ ହରାଇ ରାସ୍ତାରେ ଠିଆ ହୋଇଥିବା ଟ୍ରକକୁ ପିଟିଥିଲା ।ଆମ୍ବୁଲାନ୍ସ ଟି ଦୁର୍ଘଟଣାଗ୍ରସ୍ତ ହୋଇଥିଲା ।ଅଳ୍ପକେ ବର୍ତିଲେ ଆମ୍ବୁଲାନ୍ସ ଚାଳକ ଓ କର୍ମଚାରୀ ସମେତ ରୋଗୀ ପରିବାରର ଲୋକେ ।

ମୟୂରଭଂଜରୁ ଅକ୍ଷୟ ଵିଶ୍ବାଳ ମସିହା ନିଉଜ

Related posts

ମିଲର୍ସଙ୍କ ମର୍ଜି, ଚାଷୀଙ୍କ ଦୁର୍ଦ୍ଦଶା: କଳାହାଣ୍ଡି ମଣ୍ଡିରେ ଧାନ ନୁହେଁ, ଚାଲିଛି ମନମାନିର ମହୋତ୍ସବ !

Sunil Chandra Nayak

ପ୍ରଧାନ ଶିକ୍ଷୟିତ୍ରୀଙ୍କୁ ଭାବ ବିହ୍ୱଳ ବିଦାୟ ସମ୍ବର୍ଦ୍ଧନା

Sunil Chandra Nayak

ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ଯୋଜନା l l ଅଧିକାରୀଙ୍କ ଅନୁପସ୍ଥିତରେ ଖୁଲମ୍ ଖୁଲା ଚାଲିଛି କାର୍ଯ୍ୟ  

Sunil Chandra Nayak

Leave a Comment

error: Content is protected !!