ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଭବାନୀପାଟଣାସ୍ଥିତ ପି.ଏମ୍.ଶ୍ରୀ କେନ୍ଦ୍ରିୟ ବିଦ୍ୟାଲୟ ଭବାନୀପାଟଣା ରେ ୭୯ ତମ ସ୍ବାଧିନତା ଦିବସ ଧୁମ ଧାମ ରେ ପାଳିତ 

ଭବାନୀପାଟଣାସ୍ଥିତ ପି.ଏମ୍.ଶ୍ରୀ କେନ୍ଦ୍ରିୟ ବିଦ୍ୟାଲୟ ଭବାନୀପାଟଣା ରେ ୭୯ ତମ ସ୍ବାଧିନତା ଦିବସ ଧୁମ ଧାମ ରେ ପାଳିତ 

ଜୁନାଗଡ଼,୧୫/୮(ମନୀସ) ଭବାନୀପାଟଣା କେନ୍ଦ୍ରୀୟ ବିଦ୍ୟାଳୟ ତରଫରୁ ୭୯ ତମ ସ୍ୱାଧୀନତା ଦିବସ ପାଲିତ ହୋଇ ଯାଇଛି । ମାନ୍ୟବର ପ୍ରିନ୍ସିପାଲ୍ ଶ୍ରୀ ଭୀମସେନ୍ ପଣ୍ଡା ମୁଖ୍ୟ ଅତିଥି ଭାବରେ ଯୋଗଦେଇ ପତାକା ଉତ୍ତୋଳନ କରିଥିଲେ। ଏହା ପରେ ଶିକ୍ଷକ ଶିକ୍ଷୟିତ୍ରୀ ସୁମଧୁର ଭାଷଣ ଦ୍ବାରା ଛାତ୍ରଛାତ୍ରୀ ଙ୍କ ମନରେ ଜାତୀୟତାର ବହ୍ନି ଉଦ୍ରେକ କରିଥିଲେ । ଏହାପରେ ପ୍ରାଥମିକ, ଉଚ୍ଚପ୍ରାଥମିକ ଓ ମାଧ୍ୟମିକ ଶ୍ରେଣୀର ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା ।ଆକର୍ଷଣୀୟ ନୃତ୍ୟ, ସଙ୍ଗୀତ ଏବଂ ଭାଷଣ ଉପସ୍ଥାପନା କରାଯାଇଥିଲା ଯେଉଁଥିରେ ସ୍ୱାଧୀନତା ଦିବସରେ ଭାଷଣ ଏବଂ ଦେଶପ୍ରେମୀ ନୃତ୍ୟ ଅନ୍ତର୍ଭୁକ୍ତ କରାଯାଇଥିଲା |

ଏହା ପରେ ସୁସ୍ବାଦ ସ୍ନାକକ୍ସ ଏବଂ ମିଠା ସମସ୍ତ ଛାତ୍ରଛାତ୍ରୀଙ୍କୁ ବଣ୍ଟନ କରାଯାଇଥିଲା। ଶେଷରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀ ଦିନେଶ କୁମାର ପ୍ରଧାନ ଧନ୍ୟବାଦ୍ ଅର୍ପଣ କରିଥିଲେ।ଏହିପରି ଭାବରେ ବିଦ୍ୟାଳୟରେ ସ୍ୱାଧୀନତା ଦିବସ ସଫଳତାର ସହ ପାଳନ କରାଯାଇଥିଲା | 

ନରେନ୍ଦ୍ର କ୍ଷିତି ଙ୍କ ରିପୋର୍ଟ୍ 

Related posts

ସାମାଜିକ ସୁରକ୍ଷା ଅର୍ଥରାଶି ବଣ୍ଟନ

masiha

ପଥର ବ୍ଳାଷ୍ଟିଙ୍ଗ ହୋଇ ମକା ଫସଲ ନଷ୍ଟ

Sunil Chandra Nayak

ଟ୍ୱିନ ସିଟି ପ୍ରେସ୍ରକ୍ଲବର ଅଧକ୍ଷ ତଥା ଜାତୀୟ ଦୁର୍ନୀତି ନିବାରଣ ତଥା ମାନବାଧିକାର କମିଟି ଅଫ ଇଣ୍ଡିଆର ଓଡିଶା ଶାଖା କାର୍ଯ୍ୟକାରୀ ସଭାପତି ସାମ୍ୱାଦିକ ପ୍ରଣବ ବିଶ୍ଵାଳ ସମ୍ବର୍ଦ୍ଧିତ

Leave a Comment

error: Content is protected !!