ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ତେରେସିଂହାରେ ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ

ତେରେସିଂହାରେ ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ

କର୍ଲାମୁଣ୍ଡା (ସୁଶାନ୍ତ ରଣା): କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ତେରେସିଂହା ଗ୍ରାମ୍ୟ ଉନ୍ନୟନ ସମିତି ପକ୍ଷରୁ ନୂଆଁଖାଇ (ନବାନ୍ନ) ଲଗ୍ନ ଧାର୍ଯ୍ୟ ପାଇଁ ଏକ ବୈଠକ ଅନୁଷ୍ଠିତ ହୋଇଥିଲା I ଗ୍ରାମର ଦୁଃଶାସନ ଭୋଇ ଙ୍କ ସଭାପତିତ୍ୱ ରେ ସଭାକାର୍ଯ୍ୟ ଅନୁଷ୍ଠିତ ହୋଇଥିଲା I ଚଳିତ ଅଗଷ୍ଟ ମାସ ୨୮ ତାରିଖ ଭାଦ୍ରବ ଶୁକ୍ଳପକ୍ଷ ପଞ୍ଚମୀ ତିଥି ଗୁରୁବାର ଦିବା ୧୦ ଘଣ୍ଟା ୨୧ ମିନିଟ୍ ରୁ ୧୨ ଘଣ୍ଟା ୪୫ ମିନିଟ୍ ମଧ୍ୟରେ ନୂଆଁଖାଇ (ନବାନ୍ନ) ପାଳନ ହେବାକୁ ଲଗ୍ନ ଧାର୍ଯ୍ୟ ହୋଇଥିଲା I ଏଥିରେ ଗ୍ରାମ୍ୟ ଉନ୍ନୟନ ସମିତିର ସମସ୍ତ କର୍ମକର୍ତ୍ତା ଓ ଗ୍ରାମର ଭଦ୍ର ବ୍ୟକ୍ତି ମାନେ ଉପସ୍ଥିତ ରହିଥିଲେ I

କର୍ଲାମୁଣ୍ଡାରୁ ସୁଶାନ୍ତ ରଣାଙ୍କ ରିପୋର୍ଟ, ମସୀହା

Related posts

ମନରେଗା ଯୋଜନାରେ ଚଳୁ କରୁଛନ୍ତି ସରକାରୀ ଟଙ୍କା! ମଣିଷ ବଦଳ ରେ ମେସିନ କରୁଛି କାମ! ନିରୀହ ଆଦିବାସୀ ଙ୍କ ନା ରେ ଉଠୁଛି ଟଙ୍କା କିନ୍ତୁ ମାଲାମାଲ ଯନ୍ତ୍ରୀ ଓ ଠିକାଦାର

Sunil Chandra Nayak

ସ୍ଵତନ୍ତ୍ର ଉତ୍କଳ ପ୍ରଦେଶର ନିର୍ମାତା ପାରଳା ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ସ୍ଵପ୍ନ ଅପୂରଣୀୟ ହୋଇ ରହିଛି : 135ତମ ଜୟନ୍ତୀ ଅବସରରେ ବିଭିନ୍ନ ବକ୍ତାଙ୍କ ଉଦବୋଧନ

Sunil Chandra Nayak

ସରକାରୀ ସ୍ୱୟଂଶାସିତ ମହାବିଦ୍ୟାଳୟ, ରାଉରକେଲା ଅନ୍ତର୍ଜାତୀୟ ବାଳିକା ଦିବସ ପାଳନ

masiha

Leave a Comment

error: Content is protected !!