ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଧର୍ମୀୟ ସଂସ୍କୃତି

ବିିଦ୍ୟାଷ୍ଟଡ଼ି ପଏଂଟରେ ପ୍ରଭୁ ଗଣେଶଙ୍କ ଆଶିଷ ଭିକ୍ଷା କଲେ ଛାତ୍ରଛାତ୍ରୀ

ବିିଦ୍ୟାଷ୍ଟଡ଼ି ପଏଂଟରେ ପ୍ରଭୁ ଗଣେଶଙ୍କ ଆଶିଷ ଭିକ୍ଷା କଲେ ଛାତ୍ରଛାତ୍ରୀ

ରାଉରକେଲା: ଆଜି ସାରନଗରୀର ଘରୋଇ ଶିକ୍ଷାନୁଷ୍ଠାନ ବିଦ୍ୟା ଷ୍ଟଡ଼ି ପଏଂଟ ଠାରେ ଲମ୍ବୋଦରଙ୍କ ପୂଜାର୍ଚ୍ଚନାର ଆୟୋଜନ କରାଯାଇଥିଲା । ଏହି ଅବସରରେ ଅନୁଷ୍ଠାନର ଚଳିତ ବର୍ଷର ଛାତ୍ରଛାତ୍ରୀ ଓ ପୁରାତନ ଛାତ୍ରଛାତ୍ରୀ ମାନେ ଗଣେଶ ପୂଜାରେ ନିଜକୁ ସାମିଲ କରି ପୁଷ୍ପାଜଂଳୀ ଦେଇ ପ୍ରଭୁ ଗଣେଶଙ୍କ ଆଶିଷ ଭିକ୍ଷା କରିଥିଲେ । ର୍ପୂବାହ୍ନ ପ୍ରାୟ ୧୦ଟାରେ ପୂଜାରୀଙ୍କ ଦ୍ୱାରା ପୂଜାର୍ଚ୍ଚନା ପରେ ଛାତ୍ରଛାତ୍ରୀଙ୍କୁ ପ୍ରସାଦ ବିତରଣ କରାଯାଇଥିଲା । ପୂଜକ ଭାବେ ରାଧାରମଣ ରଥ ଓ କର୍ତ୍ତା ଭାବେ ଚନ୍ଦ୍ର ଶେଖର ମୁନୀ ଉପସ୍ଥିତ ଥିଲେ । ଗଣେଶ ପୂଜାରେ ବିଦ୍ୟା ଷ୍ଟଡ଼ି ପଏଂଟର ନିର୍ଦ୍ଦେଶକ ସରୋଜ କୁମାର ବେହେରା, ଅଧ୍ୟାପକ ସୁନୀଲ ସାମଲ, ପ୍ରଭଜଂନ ମିଶ.ବସନ୍ତ କୁମାର ଦାସ ସମେତ ଅଂଚଳର ସମାଜସେବୀ, ସାମାଜିକ କର୍ମୀ, ବୁଦ୍ଧିଜିବୀ, ସ୍ୱେଚ୍ଛାସେବୀ ମାନେ ଗଣେଶ ପୂଜାରେ ନିଜକୁ ସାମିଲ କରିଥିଲେ । 

ରାଉରକେଲା ରୁ କୁଞ୍ଜ ବିହାରି ରାଉତ ଙ୍କ ରିପୋର୍ଟ୍ 

Related posts

ଡାବୁଗାଁ ଦୂର୍ଗା ପୂଜା ପାଇଁ ଶୁଭ ଖୁଣ୍ଟି ସ୍ଥାପନ ଓ ମାଟି ପୂଜା 

masiha

ଆଜି ପବିତ୍ର ଶ୍ରୀରାମ ନବମୀ , ଚଳଚଞ୍ଚଳ ଦେଶର ରାମ ମନ୍ଦିର

Sunil Chandra Nayak

ରାୟଗଡାରେ ଭାଗବତ କଥାମୃତକୁ ନେଇ ସତସଙ୍ଗ କାର୍ଯ୍ୟକ୍ରମ

Sunil Chandra Nayak

Leave a Comment

error: Content is protected !!