ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ନବରଙ୍ଗପୁରଠାରେ ଜିଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ

ନବରଙ୍ଗପୁରଠାରେ ଜିଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ

ନବରଙ୍ଗପୁର:( ତା୦୧.୦୯.୨୦୨୫)ଆଜି ନବରଙ୍ଗପୁର ପୌରପାଳିକା ସମ୍ମିଳନୀ ଗୃହରେ ଜିଲ୍ଲାପାଳ ଡ ମହେଶ୍ଵର ସ୍ୱାଇଁ ଏବଂ ଆରକ୍ଷୀ ଅଧିକ୍ଷକ ମଡକର ସନ୍ଦୀପ ସମ୍ପତଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ବିରଞ୍ଚିଁ ନାରାୟଣ ଦରୱାନ , ଉପ ଜିଲ୍ଲାପାଳ ପ୍ରକାଶ କୁମାର ମିଶ୍ରଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।ଏହି ଜନ ଶୁଣାଣି ଶିବିରରେ ମୋଟ ୫୮ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୫୧ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୦୭ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। 

ନବରଙ୍ଗପୁର ଜିଲ୍ଲାରୁ ରବି ନାରାୟଣ ମହାନ୍ତିଙ୍କ ରିପୋର୍ଟ ମସିହା ନିଉଜ୍ 

Related posts

ମୁମୂର୍ଷୁ ଅବସ୍ଥା ରେ ଥିବା ଇନ୍ଦ୍ରାବତୀ କୁ ପ୍ରାକୃତିକ ଓ କୃତ୍ରିମ ସୌନ୍ଦର୍ଯ୍ୟ ର ମିଶ୍ରଣ ଜୀବ ଦାନ ଦେବ ବହୁମୁଖି ପର୍ଯ୍ୟଟନ କ୍ଷେତ୍ର 

Sunil Chandra Nayak

ମହିଳା ଚାଲାଣ ପ୍ରତିରୋଧ ସମ୍ପର୍କିତ ଜିଲ୍ଲା ସ୍ତରୀୟ କର୍ମଶାଳା

Sunil Chandra Nayak

ଲାଞ୍ଜିଗଡରୋଡ଼ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ର ପରିଦର୍ଶନରେ କାୟାକଳ୍ପ ଟିମ

masiha

Leave a Comment

error: Content is protected !!