ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

କାମାକ୍ଷାନଗର ଶିଵୁଳାପଶି ସ୍ଵପ୍ନେଶ୍ବର ପୀଠରେ ବସିଲା ଚଳିତ ବର୍ଷର ଷୋଳ ପୂଜା ପାଇଁ ପ୍ରସ୍ତୁତି ବୈଠକ, ଯୋଗଦେଲେ ଆଖ ପାଖ ୨୪ ଖଣ୍ଡ ଗାଁ ର ମୂରବୀ ଓ ମାନ୍ୟଗଣ୍ୟ ବ୍ୟକ୍ତି 

କାମାକ୍ଷାନଗର ଶିଵୁଳାପଶି ସ୍ଵପ୍ନେଶ୍ବର ପୀଠରେ ବସିଲା ଚଳିତ ବର୍ଷର ଷୋଳ ପୂଜା ପାଇଁ ପ୍ରସ୍ତୁତି ବୈଠକ, ଯୋଗଦେଲେ ଆଖ ପାଖ ୨୪ ଖଣ୍ଡ ଗାଁ ର ମୂରବୀ ଓ ମାନ୍ୟଗଣ୍ୟ ବ୍ୟକ୍ତି 

କାମାକ୍ଷାନଗର (ମନିସ)1/9/25 —  କାମାକ୍ଷାନଗର ଅଞ୍ଚଳର ଆଧ୍ୟାତ୍ମିକତା କେନ୍ଦ୍ର ଵହୁପୁରାତନ ଦେବୋତ୍ତର ବିଭାଗ ଅଧିନସ୍ଥ ଶିଵୁଳାପଶି ସ୍ଵପ୍ନେଶ୍ବର ମନ୍ଦିର ରେ ଚଳିତ ବର୍ଷର ଷୋଳ ପୂଜା ଏଵଂ ମନ୍ଦିର ସମ୍ବନ୍ଧୀୟ ସାମଗ୍ରିକ ବିଷୟରେ ଏକ ଵୃହତକାୟ ପ୍ରସ୍ତୁତି ବୈଠକ ମନ୍ଦିର ଟ୍ରଷ୍ଟି କମିଟିର ସଭାପତି ନିଶାକର ଜେନା ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଅଛି। ମନ୍ଦିର କମିଟିର ସମସ୍ତ କର୍ମକର୍ତ୍ତା ଏଵଂ ଆଖପାଖ ୨୪ ଖଣ୍ଡ ଗାଁ ର ମୂରବୀ ଓ ଗଣ୍ୟମାନ୍ୟ ବ୍ୟକ୍ତି ଯୋଗ ଦେଇଥିଲେ ।

ସେପ୍ଟେମ୍ବର ୧୨ ତାରିଖ ଠାରୁ ୨୮ ତାରିଖ ପର୍ଯ୍ୟନ୍ତ ଷୋଳପୂଜା ହେବାକୁ ଯାଉଛି, ଏତେ ବଡ଼ ଲମ୍ଵା କାର୍ଯ୍ୟକ୍ରମ ସମଗ୍ର ଅଞ୍ଚଳ ପାଇଁ ଆଧ୍ୟାତ୍ମିକତା କ୍ଷେତ୍ରରେ ଏକ ବଡ଼ ଉପଲବ୍ଧି।

ପ୍ରହ୍ଲାଦ ମୁଦୁଲିଙ୍କ ରିପୋର୍ଟ

Related posts

ବନ୍ଧୁଗାଁ ବ୍ଲକରେ ନୂତନ ଭାବେ ୨୮୩ ଜଣଙ୍କୁ ମଧୁବାବୁ ଭତ୍ତା ଯୋଜନାରେ ଅନ୍ତର୍ଭୁକ୍ତ

masiha

ବିଶ୍ବନାଥପୁରଠାରେ ମିଶନଶକ୍ତି କାଫେ ଉଦଘାଟିତ

masiha

ପଦ୍ମ ଶ୍ରୀ କମଳା ପୂଜାରୀଙ୍କ ପରଲୋକ 

masiha

Leave a Comment

error: Content is protected !!