ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

କଳାହାଣ୍ଡି:ପୋଖରୀକୁ ଗାଧୋଇବା କୁ ଯାଇଥିବା ବେଳେ ପାଣିରେ ବୁଡ଼ି ଦୁଇ ଭାଇ ମୃତ୍ୟୁ

କଳାହାଣ୍ଡି:ପୋଖରୀକୁ ଗାଧୋଇବା କୁ ଯାଇଥିବା ବେଳେ ପାଣିରେ ବୁଡ଼ି ଦୁଇ ଭାଇ ମୃତ୍ୟୁ

ପୋଖରୀକୁ ଗାଧୋଇବା କୁ ଯାଇଥିବା ବେଳେ ପାଣିରେ ବୁଡ଼ି ଦୁଇ ଭାଇ ମୃତ୍ୟୁ ଘଟିଛି ।କଳାହାଣ୍ଡି ଜିଲ୍ଲା ସଦର ଥାନା ଅନ୍ତର୍ଗତ ଗୁଞ୍ଚିପଦର୍ ଗାଁରେ ଏଭଳି ଅଭାବନୀୟ ଅଘଟଣ ଘଟିଯାଇଛି।ଖବର ପାଇ ଘଟଣା ସ୍ଥଳରେ ଓଡ୍ରାପ ଟିମ ପହଞ୍ଚି ଶବ ଉଦ୍ଧାର କରିଛି।

ମୃତ ୨ ଭାଇ ହେଲେ ରାଧାକାନ୍ତ ରଣା (୧୨) ଓ ସୀତାକାନ୍ତ ରଣା (୯) ବୋଲି ଜଣାପଡିଛି। ଖବର ପାଇ ଘଟଣା ସ୍ଥଳରେ ଓଡ୍ରାପ ଟିମ ପହଞ୍ଚି ମୃତ ୨ ଭାଇଙ୍କୁ ଉଦ୍ଧାର କରିଛି। ଘଟଣା ସ୍ଥଳରେ ସ୍ଥାନୀୟ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଏହି ଘଟଣାକୁ ନେଇଁ ଗ୍ରାମରେ ଏବେ ଶୋକର ଛାୟା ଖେଳି ଯାଇଛି।

ବିଦ୍ୟାଧର ସାହୁଙ୍କ ରିପୋର୍ଟ…

Related posts

କୁକୁରକୁ ଧକ୍କା ଦେଇ ଦୁଇ ବାଇକ୍ ଆରୋହୀ ଗୁରୁତର

Sunil Chandra Nayak

ଧର୍ମଗଡ଼ ଜାଗୃତି ଗୃହ ଠାରେ ଘରୋଇ ହିଂସା ନିରୋଧ ସପ୍ତାହ ସଂକ୍ରାନ୍ତ ଉଦଯାପନୀ କାର୍ଯ୍ୟକ୍ରମ

masiha

ଦିବଙ୍ଗତ ଡାକ୍ତରଙ୍କ ଉଦ୍ଦେଶ୍ୟରେ ମହମବତୀ ଶୋଭାଯାତ୍ରା 

masiha

Leave a Comment

error: Content is protected !!