ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଦୁଇ ବାଇକ ମୁହାଁମୁହିଁ ଧକ୍କା: ୨ମୃତ : ୨ଗୁରୁତର

ଦୁଇ ବାଇକ ମୁହାଁମୁହିଁ ଧକ୍କା: ୨ମୃତ : ୨ଗୁରୁତର

କନ୍ଧମାଳ: ତା, ୦୮/୦୯:(ମନିସ): କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ଥାନା ଖାଡିଙ୍ଗିଆ ନିକଟରେ ଦୁଇ ବାଇକ ମୁହାଁମୁହିଁ ଧକ୍କା ହେବା ଫଳରେ ଘଟଣା ସ୍ଥଳରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨ ଗୁରୁତର ଅଛନ୍ତି । ମୃତକ ହେଲେ ଖାଡିଙ୍ଗିଆ ଗାଁର ବେଶବେନ କହଁର , କୁକାଙ୍ଗିଆ ଗାଁର ଶଶିକାନ୍ତ ପ୍ରଧାନ । ଅନ୍ୟ ଦୁଇ ଜଣଙ୍କୁ ଗୁରୁତର ଅବସ୍ଥାରେ ନିକଟସ୍ଥ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ସ୍ଥାନୀୟ ଲୋକଙ୍କ ସୂଚନା ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

କନ୍ଧମାଳ ଜିଲ୍ଲାରୁ ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟ 

Related posts

ଶ୍ରୀ ଶ୍ରୀ ରବିଶଙ୍କରଙ୍କ ୬୮ ତମ ଜନ୍ମ୍ ମହୋତ୍ସବ ପାଳିତ 

masiha

ଗାନ୍ଧୀ ସ୍ମୃତି ଭବନରେ ସମ୍ମାନିତ ହେଲେ ଶିକ୍ଷକ ଭରତ ସାହୁ

masiha

ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା

masiha

Leave a Comment

error: Content is protected !!