ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଜିଲ୍ଲା ଆଇନସେବା ପ୍ରାଧିକରଣ ରୟଗଡା ଦ୍ୱାରା ନିରାଶ୍ରୟ ବୃଦ୍ଧା ଙ୍କୁ ଆଇନ ସହାୟତା

ଜିଲ୍ଲା ଆଇନସେବା ପ୍ରାଧିକରଣ ରୟଗଡା ଦ୍ୱାରା ନିରାଶ୍ରୟ ବୃଦ୍ଧା ଙ୍କୁ ଆଇନ ସହାୟତା

ଅଦ୍ୟ ତା.୧୧.୦୯.୨୦୨୫ ରିଖ ରେ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ର ପାରା ଲିଗାଲ୍ ଭଲ୍ୟୁଣ୍ଟର ଶ୍ରୀମତି କୁମାରୀ ବାଡତ୍ୟା ଜଣେ ନିରାଶ୍ରୟ ବୃଦ୍ଧା ଏ. ଆପାରାଓ ଙ୍କୁ ପିତ୍ତଳା ସାହି ଛକ ରାୟଗଡା ପରିସରରେ ଠାବ କରି ତାକୁ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ଙ୍କର ଦ୍ୱାରସ୍ଥ କରିଥିଲେ I ତାପରେ ଜିଲ୍ଲା ଆଇନସେବା ପ୍ରାଧିକରଣ ସହଯୋଗରେ ସେହି ବୃଦ୍ଧା ଙ୍କୁରାୟଗଡା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସା କରାଇଥିଲେ I ଏହାପରେ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ, ଜିଲା ସ୍ୱାସ୍ଥ୍ୟ ବିଭାଗ ଓ ପାରା ଲିଗାଲ୍ ଭଲ୍ୟୁଣ୍ଟର ଶ୍ରୀମତି କୁମାରୀ ବାଡତ୍ୟା ଙ୍କ ସହାୟତାରେ ଉକ୍ତ ବୃଦ୍ଧା ଙ୍କୁ ରାୟଗଡା ସ୍ଥିତ ମାତୃଶକ୍ତି ବରିଷ୍ଠ ନାଗରିକ ଗୃହ, କୋତାପେଟା, ରାୟଗଡା ରେ ଅବସ୍ଥାପିତ କରାଯାଇଛି I 

ଗୌରୀ ପଟ୍ଟନାୟକ ଙ୍କ ରିପୋର୍ଟ୍ 

Related posts

ଜିଲା ଜନଜାତି ସୁରକ୍ଷା ମଞ୍ଚର ଖବରଦାତା ସମ୍ମିଳନୀ

masiha

ବିଦାୟ କାଳୀନ ସମ୍ବର୍ଦ୍ଧନା

Sunil Chandra Nayak

ଦିତୀୟ ଦିବସରେ ବିହୂ ନୃତ୍ୟ ଏବଂ ସାଜ ଔର ଆଓ୍ବାଜ ସଂଗୀତ ମୂର୍ଚ୍ଛନା ରେ ଦୁଲୁକିଲା ବାମନଘାଟୀ ମହୋତ୍ସବ ମଂଚ

Sunil Chandra Nayak

Leave a Comment

error: Content is protected !!