ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

କୁସୁମି ବ୍ଳକର ୨୧ ଜଣ ଯକ୍ଷ୍ମା ରୋଗୀଙ୍କୁ କଳିଙ୍ଗ ନେଟ ଓ୍ବାର୍କ ଫର୍ ପିପୁଲ୍ ୟୁଥ୍ ଏଚ୍ ଆଇ ସି ଏଡ୍ସ ସ୍ବେଛାସେବୀ ସଂଗଠନ ତରଫରୁ ପୁଷ୍ଟିକର ଖାଦ୍ୟ ଵଣ୍ଟନ

କୁସୁମି ବ୍ଳକର ୨୧ ଜଣ ଯକ୍ଷ୍ମା ରୋଗୀଙ୍କୁ କଳିଙ୍ଗ ନେଟ ଓ୍ବାର୍କ ଫର୍ ପିପୁଲ୍ ୟୁଥ୍ ଏଚ୍ ଆଇ ସି ଏଡ୍ସ ସ୍ବେଛାସେବୀ ସଂଗଠନ ତରଫରୁ ପୁଷ୍ଟିକର ଖାଦ୍ୟ ଵଣ୍ଟନ

ମୟୂରଭଂଜ – ୧୨/୦୯ — ଅଦ୍ୟ ତା ୧୨/୦୯/୨୦୨୫ ରିଖ ଶୁକ୍ରବାର ଦିନ କୁସୁମୀ ବ୍ଲକ ଅନ୍ତର୍ଗତ ବାଦାମ ପାହାଡ ଗୋଷ୍ଠି ସ୍ବାସ୍ଥ୍ୟ କେନ୍ଦ୍ର ଠାରେ କଳିଙ୍ଗ ନେଟୱର୍କ ଫର୍ ପିପୂଲ୍ ୟୁଥ୍ ଏଚ୍ ଆଇ ଭି ଏଡ୍ସ ସେଚ୍ଛାସେବି ସଂଗଠନ ପକ୍ଷରୁ ପ୍ରଧାନମନ୍ତ୍ରୀ ଯକ୍ଷ୍ମା ମୁକ୍ତ ଭାରତ ଅଭିଯାନ ର କାର୍ଯ୍ୟକ୍ରମ ହେଇଯାଇଛି । ବାଦାମ ପାହାଡ ଗୋଷ୍ଠି ସ୍ବାସ୍ଥ୍ୟ କେନ୍ଦ୍ରର ଜନସ୍ବାସ୍ଥ୍ୟ ସମ୍ପ୍ରସାରଣ ଅଧିକାରୀ ହିମାଂଶୁ ଶେଖର ବେହେରା, ବରିଷ୍ଠ ଯକ୍ଷ୍ମା ତଦାରଖକାରି ରୋହିତ କୁମାର ବାରିକ, ବାମ୍ ସାଲଖୁ ମାଝି ଓ କଳିଙ୍ଗ ନେଟୱର୍କ ର କର୍ମଚାରୀ ଅଜୟ କୁମାର ପାତ୍ର ଏବଂ ନିଲୟ କୁମାର ମହାନ୍ତ ଙ୍କ ଉପସ୍ଥିତି ରେ କୁସୁମୀ ବ୍ଲକର ୨୧ ଜଣ ଯକ୍ଷ୍ମା ରୋଗୀଙ୍କୁ ମାଗଣାରେ ପୁଷ୍ଟିକର ଖାଦ୍ୟ ପୁଡିଆ ବଣ୍ଟନ କରାଯାଇଥିଲା।

 ମୟୂରଭଂଜ ରୁ ଅକ୍ଷୟ ବିଶ୍ବାଳ ମସିହା ନିଉଜ

 

Related posts

ସଡକ ଦୁର୍ଘଟଣାରେ ଅଦ୍ଧାପକ ଗୁରୁତର,କଟକ ସ୍ଥାନାନ୍ତର

Sunil Chandra Nayak

ଦନ୍ତା ହାତୀ ଆକ୍ରମଣରେ ଜଣେ ମହିଳା ମୃତ୍ୟୁ 

Sunil Chandra Nayak

ଲୋକମହତ୍ସବ ଚଇତି -୨୦୨୪ର ବିଭିନ୍ନ ଉପସମିତିର ପ୍ରସ୍ତୁତି ବୈଠକ ଅନୁଷ୍ଠିତ 

masiha

Leave a Comment

error: Content is protected !!