ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ନୂଆପଡ଼ା ଜିଲ୍ଲା ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆସି ବିଧାୟକ ସ୍ୱର୍ଗତ ରାଜେନ୍ଦ୍ର ଢୋଲକିଆ ଙ୍କ ଶ୍ରଦ୍ଧାଞ୍ଜଳୀ ସଭା ରେ ଯୋଗ ଦାନ

ନୂଆପଡ଼ା ଜିଲ୍ଲା ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆସି ବିଧାୟକ ସ୍ୱର୍ଗତ ରାଜେନ୍ଦ୍ର ଢୋଲକିଆ ଙ୍କ ଶ୍ରଦ୍ଧାଞ୍ଜଳୀ ସଭା ରେ ଯୋଗ ଦାନ

ନୂଆପଡା,ନୂଆପଡ଼ା ଜିଲ୍ଲା ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆସି ବିଧାୟକ ସ୍ୱର୍ଗତ ରାଜେନ୍ଦ୍ର ଢୋଲକିଆ ଙ୍କ ଶ୍ରଦ୍ଧାଞ୍ଜଳୀ ସଭା ରେ ଯୋଗଦାନ ଶ୍ରଦ୍ଧା ସୁମନ ଅର୍ପଣ କରିଛନ୍ତି। ତାଙ୍କ ଦ୍ବାରା ବିଧାୟକ ଙ୍କ ଶର୍ଦ୍ଧାସୁମନ ଅର୍ପଣ କରିଥିଲେ। ସଭାରେ ତାଙ୍କ ସ୍ମୃତି ଚାରଣ କରିଛନ୍ତି। ତାଙ୍କ ପରିବାର ଙ୍କୁ ସାକ୍ଷାତ କରି ଥିଲେ। ନୂଆପଡ଼ା ବିଧାନସଭା ରେ ୪ ଥର ସେ ବିଧାୟକ ହୋଇ ସେ ସମାଜ ସେବା ରେ ନିଜକୁ ନିୟୋଜନ କରି ନୂଆପଡ଼ା ଜିଲ୍ଲା ର ବିକାଶ ପାଇଁ ଜୀବନ କୁ ଉସର୍ଗୀକୃତ୍ କରିଥିଲେ।

ନୂଆପଡା ରୁ ସୁଜିତ କୁମାର ପ୍ରଧାନ ଙ୍କ ରିପୋର୍ଟ

Related posts

ରାଉରକେଲା ଆଇନ ମହାବିଦ୍ୟାଳୟ କୁ ବି ଗ୍ରେଡ୍ ମାନ୍ୟତା, ଶୁଭେଚ୍ଛା ର ସୁଅ…

Sunil Chandra Nayak

ପରିଣତ ବୟସ ରେ ହାର ମାନୁନାହାନ୍ତି ବୃଦ୍ଧା ରୁକୁଣୀ

ଉତ୍କଳ ଆଲୁମିନା ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ 

masiha

Leave a Comment

error: Content is protected !!