ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ତେରେସିଂହା ଠାରେ ସଡ଼କ ସୁରକ୍ଷା କାର୍ଯ୍ୟକ୍ରମ

ତେରେସିଂହା ଠାରେ ସଡ଼କ ସୁରକ୍ଷା କାର୍ଯ୍ୟକ୍ରମ

କର୍ଲାମୁଣ୍ଡା: କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ତେରେସିଂହା ସ୍ଥିତ କୌଶିକ ବାବା +୩ ମହାବିଦ୍ୟାଳୟ ଠାରେ ଏନ୍‌.ଏସ.ଏସ. କାର୍ଯ୍ୟକ୍ରମ ଅଧିକାରୀ ରବି ମାଝୀ ଙ୍କ ତତ୍ତ୍ଵାବଧାନରେ ସଡ଼କ ସୁରକ୍ଷା କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି I ତେରସିଂହା ଗ୍ରାମର ଏନଏସଏସ ସ୍ଵେଚ୍ଛାସେବୀ ମାନେ ସଡ଼କ ସଚେତନତା ରାଲି କରିଥିଲେ I ଉକ୍ତ ରାଲିକୁ ଶୁଭାରମ୍ଭ କରିଥିଲେ ମୁଖ୍ୟ ଅତିଥି ସଭାପତି ବିବେକ ଅଗ୍ରୱାଲ, ଅଧ୍ୟକ୍ଷା ଲିପ୍ସାମୟୀ ଦୁବେ, ବସନ୍ତ କୁମାର ସାହୁ, ଭୂମିନ୍ଦ୍ର ରଣା, ଚମ୍ପୁଲାଲ ରଣା, ପ୍ରଦୀପ ଭୋଇ ସହଯୋଗ କରିଥିଲେ I

କର୍ଲାମୁଣ୍ଡାରୁ ସୁଶାନ୍ତ ରଣାଙ୍କ ରିପୋର୍ଟ, ମସୀହା

Related posts

ଗ୍ରାମୀଣ ମହିଳା ଓ ଯୁବତୀଙ୍କ ସ୍ୱାବଲମ୍ବନ ପାଇଁ ଆଗେଇ ଆସିଲା Operation AGAPE Skill Development Center

Sunil Chandra Nayak

ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ କାର୍ଯ୍ୟକ୍ରମକୁ ସଫଳ ରୂପ ଦେବାକୁ ଜିଲ୍ଲା ପ୍ରଶାସନର ସାମ୍ବାଦିକ ସମ୍ମିଳନୀ 

Sunil Chandra Nayak

ଉତ୍କଳମଣି ଗୋପବନ୍ଧୁ ପ୍ରୌଢ଼ ନିବାସ ରେ ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ 

Sunil Chandra Nayak

Leave a Comment

error: Content is protected !!