ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

କଲେଜ ଛାତ୍ର ଛାତ୍ରୀ ଙ୍କ ମନ୍ଦିର ସଫେଇ କାର୍ଯ୍ୟକ୍ରମ

କଲେଜ ଛାତ୍ର ଛାତ୍ରୀ ଙ୍କ ମନ୍ଦିର ସଫେଇ କାର୍ଯ୍ୟକ୍ରମ

ଆସିକା, ୨୫/୯/୨୫ — ଧରାକୋଟ ସରକାରୀ ସ୍ନାତକ ମହାବିଦ୍ୟାଳୟ ର ସମସ୍ତ କର୍ମଚାରୀ ଓ ଛାତ୍ର ଛାତ୍ରୀ ମାନଙ୍କ ଦ୍ଵାରା ଧରାକୋଟ ଗଡର ପ୍ରସିଦ୍ଧ ଜଗନ୍ନାଥ ମନ୍ଦିର ଓ ମହାବିଦ୍ୟାଳୟ ପରିସରରେ ସଫେଇ କାର୍ଯ୍ୟକ୍ରମ କରାଯାଇଛି । ସ୍ବଚ୍ଛତା ହିଁ ସେବା ପର୍ବ ପାଳନ ଅବସରରେ ସମସ୍ତେ ମିଶି ପ୍ରଥମେ ଜଗନ୍ନାଥ ମନ୍ଦିର ଭିତରେ ସଫେଇ କାର୍ଯ୍ୟ କରିବା ପରେ ମହାବିଦ୍ୟାଳୟ ଚତୁର୍ପର୍ଶ୍ୱରେ ସଫେଇ କାର୍ଯ୍ୟ କରାଯାଇଥିଲା । ଅଧ୍ୟକ୍ଷ ଡ ସୁଜିତ କୁମାର ପଣ୍ଡା ଙ୍କ ସମେତ ସମସ୍ତ ଅଧ୍ୟାପକ,ଅଧ୍ୟାପିକା ଓ କର୍ମଚାରୀ ମାନେ ଏଥିରେ ପ୍ରତ୍ୟକ୍ଷ ଭାବେ ସାମିଲ ହୋଇଥିଲେ ।

ଆସିକା ରୁ ଶିବ ଶଙ୍କର ମିଶ୍ର ଙ୍କ ରିପୋର୍ଟ ମସିହା ନ୍ୟୁଜ

Related posts

Felicitation ceremony of Odisha Rastravadi Sangha.

Sunil Chandra Nayak

ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା ଆରମ୍ଭ, ଗଞ୍ଜାମ ଜିଲ୍ଲାର ୨୬ ଲକ୍ଷ ୫୪ ହଜାର ୫୮୦ ଜଣ ହିତାଧିକାରୀ ଉପକୃତ ହେବେ 

Sunil Chandra Nayak

ଭାଲୁଲତା ଠାରେ ନିଃଶୁଳ୍କ ସ୍ୱାସ୍ଥ୍ୟ ଶିବିର

Sunil Chandra Nayak

Leave a Comment

error: Content is protected !!