ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଦୀନବନ୍ଧୁ ସାହୁ ଆଇନ ମହାବିଦ୍ୟାଳୟରେ ୩ ଦିନିଆ କର୍ମଶାଳା ଅନୁଷ୍ଠିତ

ଦୀନବନ୍ଧୁ ସାହୁ ଆଇନ ମହାବିଦ୍ୟାଳୟରେ ୩ ଦିନିଆ କର୍ମଶାଳା ଅନୁଷ୍ଠିତ

କେନ୍ଦ୍ରାପଡ଼ା: ତା 24/9(ମସିହା ନିୟୁଜ)ସାମାଜିକ ପରିବର୍ତ୍ତନର ବାହକ ହୁଅନ୍ତୁ ଛାତ୍ରଛାତ୍ରୀ: ଅଧ୍ୟକ୍ଷ ଜାତୀୟ ସେବା ଯୋଜନା ଯୁବ ବିକାଶର ପ୍ରୟୋଗଶାଳା ହେଉ ସମାଜ ସେବା ଜରିଆରେ ଛାତ୍ରଛାତ୍ରୀମାନେ ନିଜ ବ୍ୟକ୍ତିତ୍ୱର ବିକାଶ କରନ୍ତୁ ଆଜିର ଛାତ୍ରଛାତ୍ରୀ ନୂତନ ସମାଜ ଗଠନରେ ସହାୟକ ହୋଇ କେତେବେଳେ ରକ୍ତଦାନ କରି ତ କେତେବେଳେ ଚାରାରୋପଣ କରି, କେତେବେଳେ ନିଶା ଓ ଅନ୍ଧବିଶ୍ୱାସ ବିରୋଧରେ ସଚେତନତା ସୃଷ୍ଟି କରି ତ, ଆଉ କେତେବେଳେ ସଡ଼କ ନିରାପତ୍ତା ସମ୍ପର୍କରେ ଜାଗରଣ ସୃଷ୍ଟି କରିବା ସହ ପ୍ରାକୃତିକ ବିପର୍ଯ୍ୟୟ ସମୟରେ ସହାୟତା ଯୋଗାଇ ପ୍ରକୃତ ସମାଜସେବୀର ପରିଚୟ ସୃଷ୍ଟି କରୁଛନ୍ତି l ଏହାଛଡା କମ୍ପ୍ୟୁଟର ସାକ୍ଷରତା, ସାଇବର ଅପରାଧ, ସାମାଜିକ ଗଣମାଧ୍ୟମର ସଦୁପଯୋଗ ବିଷୟରେ ସଚେତନତା ସୃଷ୍ଟି କରିବା ପାଇଁ ଆଇନ ମହାବିଦ୍ୟାଳୟ ପକ୍ଷରୁ ସ୍ଵତନ୍ତ୍ର ବ୍ୟବସ୍ଥା କରାଯିବାକୁ ଖସଡ଼ା ପ୍ରସ୍ତୁତ ହୋଇଛି ବୋଲି କାର୍ମଶାଳାରେ ଆଲୋଚନା ହୋଇଛି l

କେନ୍ଦ୍ରାପଡ଼ା ରୁ ଜିଲ୍ଲା ପ୍ରତିନିଧି ସମୀର କୁମାର ପ୍ରଧାନ ଙ୍କ ରିପୋର୍ଟ ମସିହା ନିୟୁଜ!

Related posts

ସରକାରୀ (ଏସ.ଏସ.ଡ଼ି )ବାଳିକା ଉଚ୍ଚ ବିଦ୍ୟାଳୟ ଜୁନାଗଡ଼ ର କ୍ରୀଡା ଉତ୍ସବ

masiha

ବରିଷ୍ଠ ଶିକ୍ଷକଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା ସଭା

Sunil Chandra Nayak

ଧର୍ମଗଡ ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ନିର୍ମିତ ମାର୍କେଟ କମ୍ପ୍ଲେକ୍ସ ର ନିଲାମ ପ୍ରକ୍ରିୟା କୁ ନେଇ ସାଧାରଣରେ ଅସନ୍ତୋଷ।

Sunil Chandra Nayak

Leave a Comment

error: Content is protected !!