ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ପଣ୍ଡିତ ଦୀନ ଦୟାଲ ଉପାଧ୍ୟାୟଙ୍କ ଜୟନ୍ତୀ ପାଳିତ

ପଣ୍ଡିତ ଦୀନ ଦୟାଲ ଉପାଧ୍ୟାୟଙ୍କ ଜୟନ୍ତୀ ପାଳିତ 

କଟକ : କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଖଣ୍ଡେଇତା ପଞ୍ଚାୟତର ଅରଡ଼ ଗ୍ରାମରେ ମହାନ୍ ରାଷ୍ଟ୍ରବାଦୀ ଜନ ନାୟକ ତଥା ଭାରତୀୟ ଜନସଂଘର ପ୍ରତିଷ୍ଠାତା ପଣ୍ଡିତ ଦୀନ ଦୟାଲ ଉପାଧ୍ୟାୟଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ଉପଲକ୍ଷେ ସେବା ପକ୍ଷ ଅବସରରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଟିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ କଟକ ଜିଲ୍ଲାର ଯୁବ ନେତା ଅଭିରାମ ଲେଙ୍କା,ଉରାଳି ମଣ୍ଡଳ ଯୁବ ମୋର୍ଚ୍ଚା ସଭାପତି ଅଭିଳାଷ ବେହେରା,ବୁଥ ସଭାପତି ଦୁର୍ଯ୍ୟଧନ ସହୁ,ନିରଞ୍ଜନ ରାଉତରାୟ,ପ୍ରେମ ଜ୍ୟୋତି ଲେଙ୍କା, ରଶ୍ମି ରଞ୍ଜନ ମଲ୍ଲିକ,ବାବୁ,ଅମରଜିତ୍ ସହୁ ସମେତ ଅନ୍ୟାନ୍ୟ ଯୁବକ ବନ୍ଧୁ ବର୍ଗ ଉପସ୍ଥିତ ଥିଲେ । 

ଶ୍ରୀକାନ୍ତ ବେଉରା ଙ୍କ ରିପୋର୍ଟ୍ 

Related posts

ସମ୍ବଲପୁର ରାଲି ଗଣ୍ଡଗୋଳ ଘଟଣା ପ୍ରତିବାଦକୁ ନେଇ ଦେବସେନା ପକ୍ଷରୁ ରାଜ୍ୟପାଳଙ୍କୁ ସ୍ମାରକପତ୍ର 

Sunil Chandra Nayak

ଅପରାହ୍ନର କାଳବୈଶାଖୀ ତାଣ୍ଡବରେ ଭାଙ୍ଗିଲା ବିରାଟ ଗଛ ଓ ଦୋକାନର ବୋର୍ଡ

ସରକାରୀ ସ୍ୱୟଂଶାସିତ ମହାବିଦ୍ୟାଳୟ,ରାଉରକେଲା ପକ୍ଷରୁ ଅନ୍ତର୍ଜାତୀୟ ବାଣିଜ୍ୟ ଦିବସ ପାଳନ.

Sunil Chandra Nayak

Leave a Comment

error: Content is protected !!