ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ତେରେସିଂହାରେ ମାଁ ଡୋକରୀ ଯାତ୍ରା ପାଳିତ

ତେରେସିଂହାରେ ମାଁ ଡୋକରୀ ଯାତ୍ରା ପାଳିତ

କର୍ଲାମୁଣ୍ଡା: କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ତେରେସିଂହା ତେଲନଦୀ କୂଳସ୍ଥିତ ଦେବୀ ପୀଠ ଠାରେ ମାଁ ଡୋକରୀ ଯାତ୍ରା ବୁଧବାର ହୋଇଯାଇଛି l ଏହି ଯାତ୍ରାରେ ଆଖପାଖ ଅଞ୍ଚଳର ଶହଶହ ଭକ୍ତଙ୍କର ସମାଗମ ହୋଇଥିଲା I ଭକ୍ତ ମାନଙ୍କର ମାନସିକ ପୂରଣ ହୋଇ ଥିବାରୁ ଏଠାରେ ବୋଦା, କୁକୁଡ଼ା ବଳି ପଡ଼ିଥିଲା I ଏଥିରେ ଯାତ୍ରାର ମୁଖ୍ୟ ପୂଜକ ମଙ୍ଗଳ ମାଝୀ, ଦାମା ଭୋଇ, ହରି ଭୋଇ, ଟଙ୍କଧର ରଣା, ସତ୍ୟ ଭୋଇ, ରୁଦ୍ର ଭୋଇ, ଝରନୁ ଗହୀର ପ୍ରମୁଖ ବିଭିନ୍ନ ଦାୟିତ୍ୱରେ ରହିଥିବା ବେଳେ ଅଞ୍ଚଳ ଶତାଧିକ ଶ୍ରଦ୍ଧାଳୁ ଭିଡ଼ ଦେଖିବାକୁ ମିଳିଥିଲା I

କର୍ଲାମୁଣ୍ଡାରୁ ସୁଶାନ୍ତ ରଣାଙ୍କ ରିପୋର୍ଟ, ମସୀହା

Related posts

ଜୟପାଟଣା ବ୍ଲକସ୍ତରୀୟ ଯୁଗ୍ମ ଜନଶୁଣାଣୀ ଶିବିର ଅନୁଷ୍ଠିତ    

Sunil Chandra Nayak

ବ୍ରତୋପନୟନ କାର୍ଯ୍ୟରେ ଯୋଗଦେଲେ ପୂର୍ବତନ ମନ୍ତ୍ରୀ 

masiha

ବୌଦ୍ଧ ଜ଼ିଲ୍ଲା ପ୍ରାଥମିକ ଶିକ୍ଷକ ସଂଘ NPS ର ନବବର୍ଷ 2023 ଅଭିନନ୍ଦନ ଓ ସ୍ବାଗତ ସମ୍ବର୍ଦ୍ଧନା

Sunil Chandra Nayak

Leave a Comment

error: Content is protected !!