ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

୪୬ତମ ଆନ୍ତଃ ମହାବିଦ୍ୟାଳୟ ଚେସ ପ୍ରତିଯୋଗିତାରେ ବାଲିଗୁଡ଼ା ର ଦୁଇ ଛାତ୍ରୀଙ୍କ କୃତିତ୍ୱ

୪୬ତମ ଆନ୍ତଃ ମହାବିଦ୍ୟାଳୟ ଚେସ ପ୍ରତିଯୋଗିତାରେ ବାଲିଗୁଡ଼ା ର ଦୁଇ ଛାତ୍ରୀଙ୍କ କୃତିତ୍ୱ

କନ୍ଧମାଳ,ତା, ୧୮/୧୦:(ମନିସ): ବ୍ରହ୍ମପୁର ବିଶ୍ଵବିଦ୍ୟାଳୟ ଠାରେ ଚାଲିଥିବା ୪୬ତମ ଆନ୍ତଃ ମହାବିଦ୍ୟାଳୟ ପୁରୁଷ ଓ ମହିଳା ଚେସ ପ୍ରତିଯୋଗିତାରେ ବାଲିଗୁଡା ଆଦିବାସୀ ମହାବିଦ୍ୟାଳୟର ଦୁଇ ଛାତ୍ରୀ କୃତିତ୍ୱ ହାସଲ କରି ଫେରିଛନ୍ତି। ମହାବିଦ୍ୟାଳୟର କ୍ରୀଡା ଶିକ୍ଷକ ଗଙ୍ଗାଧର ପଣ୍ଡା ଙ୍କ ନେତୃତ୍ୱରେ ଏଠାରୁ ଯାଇଥିବା ଯୁକ୍ତ ତିନି କଳା ଶେଷ ବର୍ଷର ଛାତ୍ରୀ ନିର୍ମିତା ପ୍ରଧାନ ପ୍ରତିଯୋଗିତାରେ ପ୍ରଥମ ହୋଇଥିବାବେଳେ ଯୁକ୍ତତିନି କଳା ବିଭାଗର ଶେଷ ବର୍ଷ ଛାତ୍ରୀ ରେଶମା ରାଣୀ ପ୍ରଧାନ ଦ୍ବିତୀୟ ସ୍ଥାନ ହାସଲ କରିଛନ୍ତି। ଉକ୍ତ ଦୁଇ ଛାତ୍ରୀଙ୍କ ସଫଳତା ପାଇଁ ଆଦିବାସୀ ମହାବିଦ୍ୟାଳୟର ଅଧ୍ୟକ୍ଷ ଲକ୍ଷ୍ମଣ ପାଳଙ୍କ ସମେତ ସମସ୍ତ ଅଧ୍ୟାପକ, ଅଧ୍ୟାପିକା, କର୍ମଚାରୀ ଉଭୟ ଛାତ୍ରୀଙ୍କୁ ଶୁଭେଛା ଜଣାଇଛନ୍ତି।

କନ୍ଧମାଳରୁ ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟ

Related posts

ରାଇରଙ୍ଗପୁରରେ ଡିକେଏମସି କ୍ଳବ୍ ତରଫରୁ ନଵ ନିର୍ବାଚିତ ସାଂସଦ ଓ ବିଧାୟକଙ୍କୁ ଉତ୍ସ୍ବଷିତ ସମ୍ବର୍ଦ୍ଧନା

masiha

ପଛ ଚକା ଫାଟି ୨ ଆହତ

masiha

୬୯ତମ ରାଜ୍ୟସ୍ତରୀୟ ସ୍କୁଲ ଗେମ୍ସ ତାଇକଣ୍ଡୋ ନବରଙ୍ଗପୁର ଖେଳାଳିଙ୍କ ର ଦୁଇଟି ପଦକ ହାସଲ

Sunil Chandra Nayak

Leave a Comment

error: Content is protected !!