ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

କୌଶିକ ବାବା ଡିଗ୍ରୀ କଲେଜରେ ସ୍ୱାଗତ ସମାରୋହ

କୌଶିକ ବାବା ଡିଗ୍ରୀ କଲେଜରେ ସ୍ୱାଗତ ସମାରୋହ

କର୍ଲାମୁଣ୍ଡା: କର୍ଲାମୁଣ୍ଡା ବ୍ଳକ ତେରେସିଂହା ସ୍ଥିତ କୌଶିକ ବାବା ଯୁକ୍ତ ତିନି ମହାବିଦ୍ୟାଳୟ ଠାରେ ପ୍ରଥମ ବର୍ଷ ଛାତ୍ରଛାତ୍ରୀ ମାନଙ୍କ ସ୍ବାଗତ ସମାରୋହ ଉତ୍ସବ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି I ଏହି ଅବସରରେ ନର୍ଲା ବିଧାୟିକା ମନୋରମା ମହାନ୍ତି ମୁଖ୍ୟ ଅତିଥି, ତେରେସିଂହା ହାଇ ସ୍କୁଲ ପ୍ରଧାନ ଶିକ୍ଷକ ଗରୁଡ଼ଧ୍ୱଜ ଗହିର ମୁଖ୍ୟବକ୍ତା, ପରିଚାଳନା କମିଟି ସଭାପତି ବିବେକ ଅଗ୍ରୱାଲ ଏବଂ ଭାରପ୍ରାପ୍ତ ଅଧ୍ୟକ୍ଷ ମାନସ ରଞ୍ଜନ ବାଗ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ I ରାଜନୀତି ବିଜ୍ଞାନ ଅଧ୍ୟାପକ ରବି ମାଝୀ ମଞ୍ଚ ପରିଚାଳନା କରିଥିବା ବେଳେ ଶିକ୍ଷା ଅଧ୍ୟାପକ ସମୀର ପଧାନ ଧନ୍ୟବାଦ ଅର୍ପଣ କରିଥିଲେ I ଏଥିରେ ଇତିହାସ ଅଧ୍ୟାପକ କୌସ୍ତୁଭ ସାହୁ, ଟିକେଧର ରଣା, ଅଧ୍ୟାପିକା ମଞ୍ଜୁଲତା ମାଝୀ, ରସ୍ନାରାଣୀ ବଡ଼ମାଳୀ, ଗ୍ରନ୍ଥାଗାରିକ ବସନ୍ତ କୁମାର ସାହୁ, କନିଷ୍ଠ କିରାଣୀ ଭୂପିନ୍ଦର ରଣା, ଚମ୍ପୁଲାଲ ରଣା, ଡଳେଶ୍ୱର ରଣା, ପ୍ରଦୀପ ଭୋଇଙ୍କ ସମେତ ପରିଚାଳନା କମିଟି ସଦସ୍ୟ/ସଦସ୍ୟା ସହଯୋଗ କରିଥିଲେ I

କର୍ଲାମୁଣ୍ଡାରୁ ସୁଶାନ୍ତ ରଣାଙ୍କ ରିପୋର୍ଟ, ମସୀହା

Related posts

ଭବାନୀପାଟଣା ବସଷ୍ଟାଣ୍ଡରେ ଥିବା ମିଶନ୍ ଶକ୍ତି କାଫେ ର ଉଦ୍ଘାଟନ

masiha

ପଞ୍ଚାୟତ ସମିତି, ରାୟଗଡ଼ ପରିସରରେ ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ 

Sunil Chandra Nayak

ମାରଓ୍ବାଡି ଯୁବାମଞ୍ଚ ପକ୍ଷରୁ ହୋଲି ମହୋତ୍ସବ ପାଳିତ

Sunil Chandra Nayak

Leave a Comment

error: Content is protected !!