ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

କାଣିଗୁମା ଗ୍ରାମପଞ୍ଚାୟତର ନବନିର୍ବାଚିତ ପ୍ରତିନିଧିଙ୍କୁ ଗ୍ରାମ ବିକାଶ ଅନୁଷ୍ଠାନ ପକ୍ଷରୁ ସମ୍ବର୍ଦ୍ଧନା

ଥୁଆମୂଳ ରାମପୁର:୬/୫- କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଳକ ଅଧିନରେ ଥିବା କାଣିଗୁମା ଗ୍ରାମ ପଞ୍ଚାୟତର ସମସ୍ତ ନବନିର୍ବାଚିତ ପ୍ରତିନିଧି ଙ୍କୁ ନେଇ ଏକ ସ୍ବାଗତ ସମ୍ବର୍ଦ୍ଧନା ଜ୍ଞାପନ କାର୍ଯ୍ୟକ୍ରମ ଗ୍ରାମ ବିକାଶ ଅନୁ୍ଷ୍ଠାନ ପକ୍ଷରୁ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମ କାଣିଗୁମା ଗ୍ରାମ ପଞ୍ଚାୟତ ପ୍ରାଙ୍ଗଣ ଠାରେ ଗୁରୁବାର ଦିନ ଆୟୋଜିତ ହୋଇ ଥିବାବେଳେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବକୁ କୁମୁଡା ବାହାଲ ଗ୍ରାମ ବିକାଶ ଅନୁଷ୍ଠାନ ପକ୍ଷରୁ ପଞ୍ଚାୟତର ସମସ୍ତ ନବନିର୍ବାଚିତ ପ୍ରତିନିଧିଙ୍କୁ ସମ୍ବର୍ଦ୍ଧନା ଜ୍ଞାପନ କରିଥିଲେ। ଏହି କାର୍ଯ୍ୟକ୍ରମରେ ସରପଞ୍ଚ ସମେତ୍ ଗ୍ରାମ ପଞ୍ଚାୟତର ୧୨ ଗୋଟି ଓ୍ବାର୍ଡ ର ସଭ୍ୟ ସଭ୍ୟା ଓ୍ବାର୍ଡ ମେମ୍ବର ଉପସ୍ଥିତ ରହିଥିଲେ। କାଣିଗୁମା ଗ୍ରାମ ପଞ୍ଚାୟତ ସରପଞ୍ଚ ଶ୍ରୀ ଧ୍ରୃବଚରଣ ମାଝୀ ଗ୍ରାମ ବିକାଶ ଅନୁଷ୍ଠାନକୁ ଧନ୍ଯବାଦ ଜଣାଇଛନ୍ତି।

ଥୁଆମୂଳ ରାମପୁର ରୁ ବଳଭଦ୍ର ବାଗଙ୍କ ରିପୋର୍ଟ

Related posts

ପ୍ରକାଶ ପରିଡ଼ା ହେଲେ ଜିଲ୍ଲା ଅନୁଦାନପ୍ରାପ୍ତ ଉଚ୍ଚ ବିଦ୍ୟାଳୟ କିରାଣୀ ସଂଘର ସଭାପତି

Sunil Chandra Nayak

ଦକ୍ଷିଣ -ପୂର୍ବ ରେଲଓ୍ବେ ମୁଖ୍ୟ ଚିକିତ୍ସା ନିର୍ଦ୍ଦେଶକଙ୍କୁ ପ୍ରାକ୍ତନ ବିଧାୟକ ପ୍ରହଲ୍ଲାଦ ପୂର୍ତିଙ୍କ ଦାବିପତ୍ର ପ୍ରଦାନ

Sunil Chandra Nayak

ବେଣୁଧର ସୂତାର ଙ୍କ କବିତା ଭାବ ବଣିକ 

Sunil Chandra Nayak

Leave a Comment

error: Content is protected !!