ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ରାଫେଲରେ ଉଡିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ରାଫେଲରେ ଉଡିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ.

ନୂଆଦିଲ୍ଲୀ: ପ୍ରଥମ ରାଷ୍ଟ୍ରପତି ଭାବେ ଆଜି ରାଫେଲରୁ ଉଡାଣ ଭରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁମୁଁ । ଅପରେସନ ସିନ୍ଦୂରରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିଥିବା ରାଫେଲରେ ଉଡିଛନ୍ତି ରାଷ୍ଟ୍ରପତି । ହରିୟାଣାର ଅମ୍ବାଲା ଏୟାରବେସରୁ ରାଫେଲ ଯୁଦ୍ଧବିମାନରେ ଉଡାଣ ଭରିଛନ୍ତି ରାଷ୍ଟ୍ରପତି । ଏହି ସମୟରେ ଉପସ୍ଥିତ ରହିଥିଲେ ସଶସ୍ତ୍ର ବାହିନୀର ସର୍ବୋଚ୍ଚ କମାଣ୍ଡର ।ରାଷ୍ଟ୍ରପତି ଯେଉଁ ରାଫେଲରେ ଉଡାଣ ଭରିଛନ୍ତି ତାହା ଅପରେସନ ସିନ୍ଦୂର ସମୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିଥିଲା । ୧୭ତମ ରାଫେଲ ସ୍କ୍ୱାଡ୍ରନ୍‌ ପାକିସ୍ତାନୀ ଆତଙ୍କବାଦୀ ଶିବରକୁ ସମ୍ପୂର୍ଣ୍ଣ ଧ୍ୱଂସ କରିଥିଲା । ପୂର୍ବରୁ ୨୦୨୩ରେ ସୁଖୋଇ ଫାଇଟର ଜେଟରେ ଉଡାଣ ଭରିଥିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।

Related posts

ସମାଜସେବୀଙ୍କ ଜନନୀ ସମ୍ପର୍କ ଅଭିଯାନ

masiha

ଏତେ ପ୍ରଚାର ଓ ସଚେତନତା ଅଭିଯାନ ପରେ ବି ବାଲ୍ୟ ବିବାହ ଚାଲୁଛି କିନ୍ତୁ ବାଲ୍ୟବିବାହ ରୋକିଲା ପ୍ରଶାସନ

Sunil Chandra Nayak

ଶ୍ରାବଣୀ ମେଳା ନିମନ୍ତେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ଜୁଲାଇ ୧୩ରୁ ପ୍ରସିଦ୍ଧ ବେଦବ୍ୟାସ ପୀଠରେ ଆରମ୍ଭ ହେବ ଶ୍ରାବଣୀ ମେଳା 

masiha

Leave a Comment

error: Content is protected !!