ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ରାଜନୀତି

ନୂଆପଡା ଜିଲ୍ଲା କୁ ମାରାଥନ ନିର୍ବାଚନ ପ୍ରଚାରରେ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଙ୍କ ଗସ୍ତ ସୁନାବେଡ଼ା ଅଭୟାରଣ୍ୟ ରେ ଆଦିବାସୀ ଙ୍କ ସମାବେଶ, ନୂଆପଡ଼ା ରେ ରାତ୍ରିଯାପନ 

ନୂଆପଡା ଜିଲ୍ଲା କୁ ମାରାଥନ ନିର୍ବାଚନ ପ୍ରଚାରରେ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଙ୍କ ଗସ୍ତ ସୁନାବେଡ଼ା ଅଭୟାରଣ୍ୟ ରେ ଆଦିବାସୀ ଙ୍କ ସମାବେଶ, ନୂଆପଡ଼ା ରେ ରାତ୍ରିଯାପନ 

ନୂଆପଡା, ନୂଆପଡା ଜିଲ୍ଲା କୁ ମାରାଥନ ନିର୍ବାଚନ ପ୍ରଚାରରେ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଙ୍କ ଗସ୍ତ ସୁନାବେଡ଼ା ଅଭୟାରଣ୍ୟ ରେ ଆଦିବାସୀ ଙ୍କ ସମାବେଶ, ନୂଆପଡ଼ା ରେ ରାତ୍ରିଯାପନ କରିବା କାର୍ଯ୍ୟକ୍ରମ ରହିଅଛି। ଆଜି ଦିନ ୧୨ ଘଣ୍ଟା ୨୦ ମିନିଟ ରେ ଅବତରଣ କରିବା ସହ ସେଠାରେ ନିର୍ବାଚନୀ ସଭାରେ ଯୋଗ ଦେବା କାର୍ଯ୍ୟକ୍ରମ ରହିଅଛି। ପରେ ସେ ସ୍ବତନ୍ତ୍ର ହେଲିକେପ୍ଟରେ ଗୌତମା ଏୟର ଷ୍ଟ୍ରିପ ରେ ଅବତରଣ କରି ନୂଆପଡ଼ା ରେ ରାତ୍ରି ଜାପନ କରିବେ।

ନୂଆପଡା ରୁ ସୁଜିତ କୁମାର ପ୍ରଧାନ ଙ୍କ ରିପୋର୍ଟ

Related posts

ଖଡ଼ିଆଳ ନିର୍ବାଚନ ମଣ୍ଡଳୀ ରେ ବିଜେଡି ବିଧାୟକ ପ୍ରାର୍ଥୀ ଅଧୀରାଜ ଙ୍କ ପ୍ରଚାର ଜୋରଦାର

masiha

ଲାଞ୍ଜିଗଡ ବ୍ଲକ ବିଜେଡି ସଭାପତି ହେଲେ ହିମାଦ୍ରୀ ପେସନିଆ

masiha

ବିଜେଡିର ନୂଆ କାର୍ଯ୍ୟାଳୟ ଶଙ୍ଖ ଭବନ ମୂଖ୍ୟମନ୍ତ୍ରୀ ଙ୍କ କର କମଳରେ ଉଦଘାଟିତ

Sunil Chandra Nayak

Leave a Comment

error: Content is protected !!