ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ସର୍ବୋତ୍ତମ ପ୍ରତିଭା ସମ୍ମାନ ପାଇଲେ ସୁରେଶ ଚୋୖଧୁରୀ

ସର୍ବୋତ୍ତମ ପ୍ରତିଭା ସମ୍ମାନ ପାଇଲେ ସୁରେଶ ଚୋୖଧୁରୀ

କର୍ଲାମୁଣ୍ଡା, (ସୁଶାନ୍ତ ରଣା): ଜଗତସିଂହପୁର ସ୍ଥିତ ସଂସ୍କୃତି ଭବନ ଠାରେ ଅନୁଷ୍ଠିତ ଉତ୍କଳ କେଶରୀ ହରେକୃଷ୍ଣ ମହତାବଙ୍କ ୧୨୫ ତମ ଜନ୍ମତିଥି ପାଳନ ଅବସରରେ କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ଜୋନ୍ ‘ଖ’ ର ଜିଲ୍ଲା ପରିଷଦ ସଦସ୍ୟ ତଥା କଳାହାଣ୍ଡି ଦିବ୍ୟାଙ୍ଗ ମଞ୍ଚ ର ସଭାପତି ଶ୍ରୀଯୁକ୍ତ ସୁରେଶ ଚୋୖଧୁରୀ ଙ୍କୁ ସର୍ବୋତ୍ତମ ପ୍ରତିଭା ସମ୍ମାନ ରେ ସମ୍ମାନିତ କରାଯାଇଛି I ସ୍ବେଚ୍ଛାସେବୀ ଅନୁଷ୍ଠାନ ସର୍ବୋତ୍ତମ ସୋସିଆଲ ଅର୍ଗାନାଇଜେସନ ଏବଂ କେନ୍ଦ୍ର ସଂସ୍କୃତି ବିଭାଗ ସହଯୋଗର ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପୂର୍ବତନ ଭୁବନେଶ୍ଵର ସାଂସଦ ଡକ୍ଟର ପ୍ରଶନ୍ନ ପାଠସାଣୀ ଉପସ୍ଥିତ ରହି ଶ୍ରୀ ଚୋୖଧୁରୀ ଙ୍କୁ ମାନପତ୍ର ଏବଂ ଉପଢୌକନ ଦେଇ ସମ୍ବର୍ଦ୍ଧିତ କରିଥିଲେ I ଶ୍ରୀ ଚୋୖଧୁରୀଙ୍କ ସମ୍ବର୍ଦ୍ଧିତ ହେବା ଜାଣି ବିଭିନ୍ନ ମହଲରୁ ଶୁଭେଚ୍ଛା ର ସୁଅ ଛୁଟୁଛି I

Related posts

ନୂଆପଡ଼ାରେ ଡୁଡା ସମୀକ୍ଷା ବୈଠକ: ଅଗଷ୍ଟ ୧୫ ସୁଦ୍ଧା ପିଏମ୍ଏୱାଇ-୨.୦ ଘର ସମ୍ପୂର୍ଣ୍ଣ ଓ ଗୁଣାତ୍ମକ ନଗର ଉନ୍ନୟନ ଉପରେ ଜିଲ୍ଲାପାଳଙ୍କ ଗୁରୁତ୍ୱ

Sunil Chandra Nayak

ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଶିକ୍ଷକ ଓ ଅଭିଭାବକ ସମ୍ମିଳନୀ

Sunil Chandra Nayak

ସୂଚନା ଅଧିକାର ଆଇନକୁ ଫୁ : ତଥ୍ଯ ଦେବାକୁ ଡରୁଛି ବ୍ରହ୍ମପୁର ବିଶ୍ବବିଦ୍ୟାଳୟ 

Sunil Chandra Nayak

Leave a Comment

error: Content is protected !!