ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ପିରବତୀ ମହିଳା କଲେଜରେ ଶିଶୁ ଦିବସ ପାଳିତ

ପିରବତୀ ମହିଳା କଲେଜରେ ଶିଶୁ ଦିବସ ପାଳିତ

କର୍ଲାମୁଣ୍ଡା, (ସୁଶାନ୍ତ ରଣା): କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ତେରେସିଂହା ସ୍ଥିତ ପିରବତୀ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ଶିଶୁ ଦିବସ ଆଜି ପାଳିତ ହୋଇ ଯାଇଛି I କଲେଜ ପ୍ରତିଷ୍ଠାତା ମୁରଲୀଧର ରଣା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଚାଚା ନେହେରୁ ଙ୍କ ଆଦର୍ଶ ଉପରେ ଆଲୋକପାତ କରିଥିଲେ I ଏଥିରେ ଅଧ୍ୟକ୍ଷ ଯଶୋବନ୍ତ ରଣା ମଞ୍ଚ ପରିଚାଳନା କରିଥିବା ବେଳେ ଅଧ୍ୟାପିକା ଇପ୍ସିତା ରଣା, ପିଙ୍କି ଜାନି, ଗ୍ରନ୍ଥାକାର ଦେବବ୍ରତ ରଣା, ସୁମନ୍ତ ରଣା, ହରେକୃଷ୍ଣ ସାହୁ ପ୍ରମୁଖ ସହଯୋଗ କରିଥିଲେ I ଏହି ଅବସରରେ କଲେଜ ପରିସରରେ ସଫେଇ କାର୍ଯ୍ୟ କରାଯାଇଥିଲା I

କର୍ଲାମୁଣ୍ଡାରୁ ସୁଶାନ୍ତ ରଣାଙ୍କ ରିପୋର୍ଟ, ମସୀହା

Related posts

ଡାଲଗୁମା ପଞ୍ଚାୟତରେ ନବୀନ ଓଡିଶା ସଚେତନତା କାର୍ଯ୍ୟକ୍ରମ

masiha

ଜୁନାଗଡ଼ ଠାରେ ନିର୍ମାଣ ଶ୍ରମିକ କଲ୍ୟାଣ ଯୋଜନା ସହାୟତା ବଣ୍ଟନ ଶିବିର ଅନୁଷ୍ଠିତ 

masiha

ଜିଲ୍ଲାସ୍ତରୀୟ ଖଡିଛୁଆଁ ଓ ପ୍ରବେଶ ଉତ୍ସବ 

Sunil Chandra Nayak

Leave a Comment

error: Content is protected !!