ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଅଳପ ଗଳ୍ପ

ଧର୍ମଗଡ ଏନଏସି ରେ ଆବାସ ଯୋଜନା କାର୍ଯ୍ୟାଦେଶ ବଣ୍ଟନ 

ଧର୍ମଗଡ ଏନଏସି ରେ ଆବାସ ଯୋଜନା କାର୍ଯ୍ୟାଦେଶ ବଣ୍ଟନ 

ଧର୍ମଗଡ:ଧର୍ମଗଡ ବିଜ୍ଞାପିତ ଅଞ୍ଚଳ ପରିଷଦ କାର୍ଯ୍ୟାଳୟ ପରିସର ରେ ଆଜି ପ୍ରଧାନମନ୍ତ୍ରୀ ଆବାସ ଯୋଜନା ରେ କାର୍ଯ୍ୟାଦେଶ ବଣ୍ଟନ କରାଯାଇଛି । ଏନଏସି ଅଧ୍ୟକ୍ଷ ଅଶୋକ ମହାନ୍ତି ଙ୍କ ଅଧ୍ୟକ୍ଷତା ରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଧର୍ମଗଡ ବିଧାୟକ ସୁଧିର ରଞ୍ଜନ ପଟ୍ଟଯୋଶୀ ମୂଖ୍ୟ ଅତିଥି ଭାବେ ଯୋଗ ଦେଈ ହିତାଧୀକାରୀ ଙ୍କୁ କାର୍ଯ୍ୟାଦେଶ ବଣ୍ଟନ କରିଥିଲେ । ମୋଟ ୨୭ ଜଣ ହିତାଧୀକାରୀ ଙ୍କୁ କାର୍ଯ୍ୟାଦେଶ ବଣ୍ଟନ କରା ଯାଇଥିଲା । କାର୍ଯ୍ୟକ୍ରମ ରେ ଏନଏସି ନିର୍ବାହୀ ଅଧିକାରୀ ବିଶମ୍ବର ମିଶ୍ର, ଉପାଧ୍ୟକ୍ଷା ମନିଷା ମିଶ୍ର ଉପସ୍ଥିତ ଥିଲେ । ସୂଚନା ଯୋଗ୍ୟ ଯେ ଧର୍ମଗଡ ଏନଏସି ରେ ଏଥି ପୂର୍ବରୁ ୧୫୩୭ ଜଣ ଙ୍କୁ ଆବାସ ଯୋଜନା ରେ ଘର ଯୋଗାଇ ଦିଆଯାଇ ସାରିଛି। 

ବିଦ୍ୟାଧର ସାହୁଙ୍କ ରିପୋର୍ଟ….

Related posts

ଗୌଡତୁଲା ଗ୍ରାମର ବୃନ୍ଦାବନ ଜ୍ଯୋତିଷଙ୍କର ଦେହାନ୍ତ

Sunil Chandra Nayak

ଝରିଗାଁ ଠାରେ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ

Sunil Chandra Nayak

ସଡକ ସୁରକ୍ଷା ସଚେତନା ଶୋଭାଯାତ୍ରା

masiha

Leave a Comment

error: Content is protected !!