ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ଶୋକ

ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ଶୋକ 

କଟକ : ଜଗତସିଂହପୁର ୨୨ ମୌଜା ଚାଶୀଖଣ୍ଡ ଗ୍ରାମର ମୂଳ ବାସିନ୍ଦା ନବଦଶକରେ ୪୨ ମୌଜା ଦଧିବାମନପୁରରେ ସ୍ଥାୟୀ ବାସିନ୍ଦା ଭାବେ ବସବାସ କରୁଥିବା ଆଦର୍ଶ ଶିକ୍ଷକ,ବିଶିଷ୍ଟ କବି ଲେଖକ,ପ୍ରଚଣ୍ଡ ପ୍ରତିଭାର ଅଧିକାରୀ,ସମ୍ମାନସ୍ପଦ ଶ୍ୟାମ ସୁନ୍ଦର ଦାସଙ୍କ ଦେହାନ୍ତରେ ୪୨ ମୌଜା ସର୍ବ ପୁରାତନ ଅଗ୍ରଣୀ ସାମାଜିକ ସଂଗଠନ ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନର ପୂଜ୍ୟପୂଜା ଗୃହରେ ଉପଦେଷ୍ଟା ଶରତ କୁମାର ରାୟ, ସଭାପତି ସରୋଜ ନଳିନୀ ପରିଜା, କାର୍ଯ୍ୟକାରୀ ସଭାପତି ଶିକ୍ଷକ ରତ୍ନ ଅଭୟ କୁମାର ଦାସ, ମହାସଚିବ ରୁଦ୍ର ନାରାୟଣ ଦାସ,ସାଧାରଣ ସଂପାଦକ ବରିଷ୍ଟ ସଂଗଠକ ନାରାୟଣ ଚନ୍ଦ୍ର ମହାନ୍ତି,ଆଦର୍ଶ ଶିକ୍ଷକ ମିହିର କୁମାର ନାୟକ ଏବଂ ଛାତ୍ରଛାତ୍ରୀ ଶୋକ ପାଳିତ କରିଛନ୍ତି ।

ଶ୍ରୀକାନ୍ତ ବେଉରା ଙ୍କ ରିପୋର୍ଟ୍ 

Related posts

ସହିଦ ଲକ୍ଷ୍ମଣ ନାୟକଙ୍କ ବଳିଦାନ ଦିବସ ଏବଂ ଜୟ ତେନ୍ତୁଳିଖୁଣ୍ଟି ମାନବ ସେବା ଗ୍ରୁପର ତୃତୀୟ ସ୍ୱନକ୍ଷତ୍ର ଦିବସ

Sunil Chandra Nayak

ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା 

Sunil Chandra Nayak

ଦୁଇଟି ଗ୍ରାମ ପଞ୍ଚାୟତ ରେ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ 

masiha

Leave a Comment

error: Content is protected !!