ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଆନ୍ତର୍ଜାତୀୟ ବାଲୁକା କଳା ମହୋତ୍ସବରେ ଭାଗ ନେବେ ଶିଳ୍ପୀ ଓମ ପ୍ରକାଶ ସାହୁ

ଆନ୍ତର୍ଜାତୀୟ ବାଲୁକା କଳା ମହୋତ୍ସବରେ ଭାଗ ନେବେ ଶିଳ୍ପୀ ଓମ ପ୍ରକାଶ ସାହୁ

କର୍ଲାମୁଣ୍ଡା, (ସୁଶାନ୍ତ ରଣା): ଆସନ୍ତା ୧ ରୁ ୫ ଡ଼ିସେମ୍ବର ପର୍ଯ୍ୟନ୍ତ କୋଣାର୍କର ଚନ୍ଦ୍ରଭାଗା ବେଳା ଭୂମିରେ ହେବାକୁ ଥିବା ଆନ୍ତର୍ଜାତୀୟ ବାଲୁକା କଳା ମହୋତ୍ସବ ରେ ଭାଗନେବା ପାଇଁ ନିମନ୍ତ୍ରିତ ହୋଇଛନ୍ତି କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଡ଼ଙ୍ଗରମୁଣ୍ଡl ର ଆନ୍ତର୍ଜାତୀୟ ବାଲୁକା ଶିଳ୍ପୀ ଓମ ପ୍ରକାଶ ସାହୁ । ଶ୍ରୀ ସାହୁ ସେଠାରେ ଆଦିବାସୀ ସଂସ୍କୃତି ତଥା ପଶ୍ଚିମ ଓଡ଼ିଶାର ଐତିହ୍ୟ ଉପରେ ଆଧାରିତ କଳା ପ୍ରଦର୍ଶନ କରିବେ ବୋଲି ସୂଚନା ଦେଇଛନ୍ତି ।

କର୍ଲାମୁଣ୍ଡାରୁ ସୁଶାନ୍ତ ରଣାଙ୍କ ରିପୋର୍ଟ, ମସୀହା

Related posts

ଆଇନ ମହାବିଦ୍ୟାଳୟରେ ଛାତ୍ର ଛାତ୍ରୀ ମାନଙ୍କୁ ବିଦାୟ ସମ୍ବର୍ଦ୍ଧନା 

masiha

“ସସ୍କୃତି ବନ୍ଧୁ” ଡିଏସପି ସରୋଜକାନ୍ତ ସାହୁ ଙ୍କୁ ଶ୍ରୀ ଜଗନ୍ନାଥ ଟ୍ରଷ୍ଟ ପକ୍ଷରୁ ସମ୍ମାନୀତ 

Sunil Chandra Nayak

୧- ପୁଣି ଛାତ୍ରୀ ମୃତ୍ୟୁ, ଘରେ କେହି ନ ଥିଲା ବେଳେ କିରୋସିନିରେ ଜଳିଗଲେ ! ୨- ବଦଳିଲେ ଗ୍ରାମାଞ୍ଚଳ ଏଏସଆଇ, ୩- ବଡପଡା ଛାତ୍ରୀ ପୋଡି ଘଟଣା ଅନୁଧ୍ୟାନ କଲା ପି ସି ସି ଟିମ

Sunil Chandra Nayak

Leave a Comment

error: Content is protected !!