ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଙ୍କ କାର୍ଯ୍ୟରେ ଯୋଗଦାନ 

ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଙ୍କ କାର୍ଯ୍ୟରେ ଯୋଗଦାନ 

ଯାଜପୁର ୨୯|୧୧ (ମସିହା ନ୍ୟୁଜ ) ପ୍ରଦୀପ କୁମାର ମଲ୍ଲିକ : ୨୯. ୧୧. ୨୫ରିଖ ସୂଚନା ଓ ଲୋକସମ୍ପର୍କ ବିଭାଗ ଆଦେଶ ଅନୁଯାୟୀ ଗତକାଲି ପୂର୍ବାହ୍ନ ରେ ଶ୍ରୀ ସତ୍ୟବ୍ରତ ପାଣିଗ୍ରାହୀ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ କାର୍ଯ୍ୟାଳୟ, ଯାଜପୁର ରେ ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଭାବେ କାର୍ଯ୍ୟରେ ଯୋଗଦାନ କରିଛନ୍ତି।ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଶ୍ରୀ କାମିନୀ ରଞ୍ଜନ ପଟ୍ଟନାୟକ ଓ କାର୍ଯ୍ୟାଳୟ ର ସମସ୍ତ କର୍ମଚାରୀ ବରିଷ୍ଠ ରାଜସ୍ବ ସହାୟକ ଶ୍ରୀ ଅମିୟ କୁମାର ତ୍ରିପାଠୀ, ଷ୍ଟୋର କିପର ସତ୍ୟଜିତ ନାୟକ, ସଂଚଳକ ଶାନ୍ତନୁ କୁମାର ସାହୁ, ରତିକାନ୍ତ ମହାନ୍ତି, ସାଗର ନାୟକ ଶ୍ରୀ ପାଣିଗ୍ରାହୀ ଙ୍କୁ ଫୁଲତୋଡ଼ା ଦେଇ ସ୍ୱାଗତ କରିଥିଲେ।ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଶ୍ରୀ ପାଣିଗ୍ରାହୀ ଙ୍କୁ ତାଙ୍କର ଦାୟିତ୍ୱ ସମ୍ପର୍କରେ ଅବଗତ କରାଇଥିଲେ। ପରେ ଶ୍ରୀ ପାଣିଗ୍ରାହୀ ଜିଲ୍ଲପାଳ ଶ୍ରୀ ଅମ୍ବର କୁମାର କର ଓ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଯୁଧିଷ୍ଠିର ନାଏକ ଙ୍କୁ ସାକ୍ଷାତ କରିଥିଲେ। 

Related posts

ସର୍ବ ମଙ୍ଗଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂଆ-ଓ -ଯୁବ ଓଡ଼ିଶା-ନବୀନ ଓଡ଼ିଶା ଆନୁକୁଲ୍ୟରେ ସାହିତ୍ୟ ପ୍ରତିଯୋଗିତା

masiha

ଆର ଜି ଏଚ କୁ ଜିଲ୍ଲାର ମାନ୍ୟତା ସହ ରାଉରକେଲା ରେ ଏକ ମେଡ଼ିକାଲ କଲେଜ ସ୍ଥାପନା ଦାବିରେ ମୁଖ୍ୟମତ୍ରୀଙ୍କୁ ବିଧାୟକ ଦୁର୍ଗା ତନ୍ତୀଙ୍କ ସ୍ମାରକପତ୍ର ପ୍ରଦାନ

masiha

ଅନ୍ୱେଷା ହଷ୍ଟେଲରେ ଅବ୍ୟବସ୍ଥାକୁ ନେଇ ଅଭିଭାବକ ସମ୍ମିଳନୀ

masiha

Leave a Comment

error: Content is protected !!