ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ବିପଦସଙ୍କୁଳ ଅବସ୍ଥାରେ ନୂଆଗାଁ ପୋଲ/

ବିପଦସଙ୍କୁଳ ଅବସ୍ଥାରେ ନୂଆଗାଁ ପୋଲ/

ମୟୂରଭଂଜ -୨୧/୧୨  ମୟୂରଭଞ୍ଜ ଜିଲ୍ଲାର ବିଜାତଳା ବ୍ଲକ ର ମାଣିକ ପୁର ପଂଚାୟତ ର ବିପଦସଙ୍କୁଳ ଅବସ୍ଥାରେ ନୂଆଗାଁ ପୋଲ l ପୋଲ ବହୁତ ପୁରୁଣା ହୋଇଥିବାବେଳେ ମରାମତି କରାଯାଉ ନ ଥିବାରୁ ଏହା ବିପଦସଙ୍କୁଳ ହୋଇପଡ଼ିଛି। ପୋଲ ଦେଇ କୌଣସି ଭାରିଯାନ ଗଲେ ଏହା ଜୋରରେ ହଲୁଥିବାରୁ କୌଣସି ମୁହୂର୍ତ୍ତରେ ଅଘଟଣ ଘଟିବା ଆଶଙ୍କା ଥିବା ବୁଦ୍ଧିଜୀବୀ କହିଛନ୍ତି। ତେବେ ପୋଲ ର ଅବସ୍ଥା ଶୋଚନୀୟ ଥିଲେ ମଧ୍ୟ ପ୍ରତିଦିନ ଶତାଧିକ ଭାରିଯାନ ଏହି ପୋଲ ଦେଇ ବିପଦପୂର୍ଣ୍ଣ ଭାବେ ଯାତାୟାତ କରୁଛନ୍ତି। ଉକ୍ତ ରାସ୍ତାରେ ପ୍ରତିଦିନ ନେତା,ସରକାରୀ ବାବୁ ମାନେ ଯିବା ଆସିବା କରୁଥିଲେ ମଧ୍ୟ ପୋଲ ର ଅବସ୍ଥା ଉପରେ କାହାର ନଜର ପଡୁ ନାହିଁ l

ମୟୂରଭଂଜ ରୁ ଅକ୍ଷୟ ବିଶ୍ବାଳ ମସିହା ନିଉଜ

Related posts

ସାମ୍ବାଦିକ ସୁରକ୍ଷା ସମିତି ର ସଭାପତି ପାଇଲେ ରଫଖାତା ପରିବାର ଆୱାର୍ଡ -2023

Sunil Chandra Nayak

ସଦର ବ୍ଲକ ଅନ୍ତର୍ଗତ ଚହ ଗାଁ ପଂଚାୟତ ର ଘଣ୍ଟବାହାଲି ଗ୍ରାମବାସି ମାନଙ୍କ ପାଇଁ ରାସ୍ତା ସାତସପନ !!

masiha

ଶସକ୍ତ ଓଡିଶା ସାଥି ଶିବିର କାର୍ଯ୍ୟକ୍ରମ 

masiha

Leave a Comment

error: Content is protected !!