ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

କୁତମୁଣ୍ଡାରେ ବାଲ୍ୟ ବିବାହ ମୁକ୍ତ ଭାରତ ସଚେତନତା

କୁତମୁଣ୍ଡାରେ ବାଲ୍ୟ ବିବାହ ମୁକ୍ତ ଭାରତ ସଚେତନତା

ପାଟଣାଗଡ଼,୨୫/୧(ଆଶିଷ ସାହୁ ) ପାଟଣାଗଡ଼ ବ୍ଳକ କୁତମୁଣ୍ଡା ଗ୍ରାମରେ ରବିବାର ଆଇସିଡିଏସ ପାଟଣାଗଡ ପକ୍ଷରୁ ‘ବାଲ୍ୟ ବିବାହ ମୁକ୍ତ ଭାରତ’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ବାଲ୍ୟ ବିବାହ ରୋକିବା ପାଇଁ ଏହି ସଚେତନତା କରାଯାଇଥିଲା।ଅଙ୍ଗନୱାଡି କର୍ମୀ, ଆଶା କର୍ମୀ ଓ ଗ୍ରାମର ମହିଳା ପୁରୁଷ ସହିତ କିଶୋରୀ ମାନଙ୍କୁ ନେଇ ଗ୍ରାମ ପରିକ୍ରମା କରାଯାଇ ସଚେତନ କରାଯାଇଥିଲା।ଏହି କାର୍ଯ୍ୟକ୍ରମରେ ଅଙ୍ଗନୱାଡି କର୍ମୀ ରାମାବତୀ ସାହୁ, ବାସନ୍ତୀ ମେହେର, ଉପାଶି ବରିହା, ଆଶାକର୍ମୀ ତପସ୍ୱନୀ ମେହେର, ପ୍ରମିଳା ସାହୁ, ଲକ୍ଷ୍ମୀ ଭୋଇ ପ୍ରମୁଖ ଉପସ୍ଥିତ ଥିବାବେଳେ ସ୍ୱେଚ୍ଛାସେବୀ ଯୁବ ସଂଘର ସମ୍ପାଦକ ଭେଲାରାମ କୁମ୍ଭାର ସହଯୋଗ କରିଥିଲେ।

 

Related posts

ମୁଖ୍ୟମନ୍ତ୍ରୀ ଭର୍ଚୁଆଲ ମାଧ୍ୟମରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ବାଳିକା ୧୦୦ ଶଯ୍ୟା ବିଶିଷ୍ଟ ହଷ୍ଟେଲ ଉଦଘାଟନ ଓ ୧୦୦ ଶଯ୍ୟା ବିଶିଷ୍ଟ ବାଳକ ହଷ୍ଟେଲର ନିର୍ମାଣ ପାଇଁ ଶୁଭାରମ୍ଭ

Sunil Chandra Nayak

ମୁଖ୍ୟମନ୍ତ୍ରୀଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ କଲେ ଷଷ୍ଠ ରାଜ୍ୟ ଅର୍ଥ କମିଶନ,    ଓଡ଼ିଶା ରାଜ୍ୟ ଅର୍ଥ କମିଶନର ୱେବସାଇଟ୍ ଉନ୍ମୋଚିତ

masiha

ରୋଟାରୀ ଗ୍ରୀନ୍ ଫିଲଡ଼ କଟକ ପକ୍ଷରୁ ଅର୍ଣ୍ଣପୂର୍ଣ୍ଣା ଦିବସ ପାଳନ

Sunil Chandra Nayak

Leave a Comment

error: Content is protected !!