ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଓଡ଼ିଶା ରାଷ୍ଟ୍ରବାଦୀ ସଂଘ (ଓଆରଏସ) ପକ୍ଷରୁ ସଡ଼କ ସୁରକ୍ଷା ଅଭିଯାନ ମାସ ପାଳନ 

ଓଡ଼ିଶା ରାଷ୍ଟ୍ରବାଦୀ ସଂଘ (ଓଆରଏସ) ପକ୍ଷରୁ ସଡ଼କ ସୁରକ୍ଷା ଅଭିଯାନ ମାସ ପାଳନ 

କଟକ: ଅଗ୍ରଣୀ ସାମାଜିକ ସଂଗଠନ ଓଡ଼ିଶା ରାଷ୍ଟ୍ରବାଦୀ ସଂଘ (ଓଆରଏସ) ପକ୍ଷରୁ ଜାତୀୟ ସଡ଼କ ସୁରକ୍ଷା ମାସ ପାଳନ ଅବସରରେ ଅଗ୍ରଣୀ ସଡ଼କ ସୁରକ୍ଷା ଜୀବନ ରକ୍ଷା ସହ ଟ୍ରାଫିକ ନିୟମ ଉପରେ ଜନ ସଚେତନତା ନେଇ ଆହ୍ବାନ ଦିଆ ଯାଇଛି । ଓଆରଏସ ସଭାପତି ଯୁବ ସଙ୍ଗଠକ ଇଂ. ଗିରିଜା ଶଙ୍କର ପତି ଓ ସଂଘ କାର୍ଯ୍ୟକର୍ତ୍ତା ବର୍ଗ ଏହି ସଂପର୍କରେ ସଚେତନ ହେବାକୁ ସାଧାରଣରେ ନିବେଦନ କରିଛନ୍ତି । ସଂଘର ଏପରି ଗଠନ ମୂଳକ କାର୍ଯ୍ୟକ୍ରମକୁ ବୁଦ୍ଧିଜୀବି ମହଲରେ ଭୂୟସୀ ପ୍ରଶଂସା କରାଯାଉଛି। 

ଶ୍ରୀକାନ୍ତ ବେଉରା ଙ୍କ ରିପୋର୍ଟ୍ 

Related posts

ନୂଆପଡ଼ା ଅଟଳ ବସ ଷ୍ଟାଣ୍ଡ ଆକସ୍ମିକ ବ୍ୟୟ ସମ୍ପର୍କିତ ପ୍ରଚାରିତ ଖବର ଉପରେ ଜିଲ୍ଲା ପ୍ରଶାସନର ପୁଙ୍ଖାନୁପୁଙ୍ଖ ତଦନ୍ତ, ଆତ୍ମସାତ୍ ଅଭିଯୋଗ ଭିତ୍ତିହୀନ ବୋଲି ପ୍ରମାଣିତ 

ଓଡ଼ିଶାର ସାହିତ୍ୟ ଅନୁଷ୍ଠାନ: ଏକକ ସମ୍ପର୍କ ଅଭିଯାନ କରିବେ ଯୁଗ ଯାତ୍ରୀ ସାହିତ୍ୟ ସଂସଦର ସମ୍ପାଦକ ହେମନ୍ତ ସାହୁ

Sunil Chandra Nayak

ଅଧାରୁ ପାଠ ଛାଡିଥିବା ୬୩ ଛାତ୍ରଛାତ୍ରୀଙ୍କ ପୁନଃ ନାମଲେଖା

masiha

Leave a Comment

error: Content is protected !!