ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଆନ୍ତର୍ଜାତୀୟ ବ୍ଲାକନୋଫାଣ୍ଟାଷ୍ଟିକ ଇଣ୍ଟରନେସନାଲ କ୍ରୋଏସିଆ ପକ୍ଷରୁ ଡ ନାରାୟଣ ମହାପାତ୍ରଙ୍କୁ ‘ସମ୍ମାନ ସୂଚକ ଡକ୍ଟରେଟ ଉପାଧି’ ରେ ସମ୍ବର୍ଦ୍ଧିତ 

ଆନ୍ତର୍ଜାତୀୟ ବ୍ଲାକନୋଫାଣ୍ଟାଷ୍ଟିକ ଇଣ୍ଟରନେସନାଲ କ୍ରୋଏସିଆ ପକ୍ଷରୁ ଡ ନାରାୟଣ ମହାପାତ୍ରଙ୍କୁ ‘ସମ୍ମାନ ସୂଚକ ଡକ୍ଟରେଟ ଉପାଧି’ ରେ ସମ୍ବର୍ଦ୍ଧିତ 

ଭୁବନେଶ୍ୱର ;୫/୪(ଲିପିକା ରାଣୀ ରାଉତ) ଆନ୍ତର୍ଜାତୀୟ ବ୍ଲାକନୋଫାଣ୍ଟାଷ୍ଟିକ ଇଣ୍ଟରନେସନାଲ କ୍ରୋଏସିଆ ଅନୁଷ୍ଠାନ ପକ୍ଷରୁ ସମାଜର ସଂସ୍କୃତି ର ସୁରକ୍ଷା ଓ ସମାଜ ମଙ୍ଗଳ କାର୍ଯ୍ୟ ରେ ଉଲ୍ଲେଖନୀୟ ଅବଦାନ ନିମନ୍ତେ ଡ ନାରାୟଣ ମହାପାତ୍ରଙ୍କୁ “ସମ୍ମାନ ସୂଚକ ଡକ୍ଟରେଟ ଉପାଧି ” ରେ ସମ୍ଵର୍ଦ୍ଧିତ କରାଯାଇଛି । ଟ୍ରଷ୍ଟ ପକ୍ଷରୁ ସମାଜରେ ବରିଷ୍ଠ ନାଗରିକଙ୍କ ଓ ଛୋଟ ଅନାଥ ପିଲାମାନଙ୍କ ପାଖରେ ପହଞ୍ଚି ସେମାନଙ୍କୁ ମାଗଣା ସ୍ୱାସ୍ଥ୍ୟ ସେବା ଯୋଗାଇ ଦିଆ ଯାଏ ଟ୍ରଷ୍ଟ ପକ୍ଷରୁ ବର୍ଷର ବିଭିନ୍ନ ସମୟରେ ବୃକ୍ଷ ରୋପଣ ଓ ରକ୍ତ ଦାନ ସଂଗ୍ରହ ଶିବିର ମଧ୍ଯ କରାଯାଇ ଥାଏ, ପୂର୍ବରୁ ମଧ୍ୟ ବହୁ ଜାତୀୟ ଓ ଅର୍ନ୍ତଜାତୀୟ ଅନୁଷ୍ଠାନ ପକ୍ଷରୁ ମଧ୍ୟ ଡ ନାରାୟଣ ମହାପାତ୍ରଙ୍କୁ ସମାଜସେବା କ୍ଷେତ୍ରରେ ସମ୍ମାନସୂଚକ ଡକ୍ଟରେଟ ଓ ବହୁ ହ୍ୟୁମ୍ୟାନଟେରିଆନ ଉପାଧି ପ୍ରଦାନ କରିଛନ୍ତି ।  ଏହି ଡ଼କ୍ଟରେଟ ସମ୍ମାନ ନିମନ୍ତେ ଆମକୁ ଉପଯୁକ୍ତ ଭାବି ପ୍ରଦାନ କରି ଥିବାରୁ ଡ଼ ମହାପାତ୍ର ଅନୁଷ୍ଠାନର ପ୍ରତିଷ୍ଠାତା ଡ଼ ଇଭାନ ଗ୍ରାକଟିଆ ଓ ଅନ୍ୟାନ୍ୟ ସଦସ୍ୟ ମାନଙ୍କୁ ଧନ୍ୟବାଦ ଜଣାଇଛନ୍ତି।

Related posts

ମଧୁବାବୁ ଭତ୍ତା ବଣ୍ଟନ କଲେ ଧର୍ମଗଡ ବିଧାୟକ ୧୭୦ ନୂତନ ହିତାଧିକାରୀ ପାଇଲେ ୩ ମାସ ର ଭତ୍ତା

Sunil Chandra Nayak

ସରକାରୀ ସ୍ବୟଂଶାସିତ ମହାବିଦ୍ୟାଳୟର ଛାତ୍ରାବାସ ଅନ୍ତେବାସୀଙ୍କ ଦ୍ବାରା ଆହତ ବୁଲା ବାଛୁରୀର ସେବା ସୁଶ୍ରୁସା

masiha

ଓଡ଼ିଶା ରାଜ୍ୟ ପ୍ରାଣୀ ସମ୍ପଦ ବିଭାଗର କ୍ଷେତ୍ର ପ୍ରଦର୍ଶକ କର୍ମଚାରୀ ସଂଘର ୧୯ ତମ ସାଧାରଣ ଅଧିବେଶନ ଅନୁଷ୍ଠିତ

masiha

Leave a Comment

error: Content is protected !!