ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ନବରଙ୍ଗପୁର ଠାରେ ଜିଲ୍ଲାପାଳ ଅଧ୍ୟକ୍ଷତାରେ ଏକ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ 

ନବରଙ୍ଗପୁର ଠାରେ ଜିଲ୍ଲାପାଳ ଅଧ୍ୟକ୍ଷତାରେ ଏକ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ 

ନବରଙ୍ଗପୁର:( ତା ୦୬.୫.୨୦୨୬)(ରବି ନାରାୟଣ ମହାନ୍ତି) ଆଜି ଜିଲ୍ଲାପରିଷଦ ସମ୍ମିଳନୀ ଗୃହରେ ଜିଲ୍ଲାପାଳ ଡ଼ ମହେଶ୍ବର ସ୍ୱାଇଁଙ୍କ ଅଧ୍ୟକ୍ଷତାରେ ଏକ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି।ଶିବିରରେ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଆଦିତ୍ୟ ସେନ,ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ବିରଞ୍ଚି ନାରାୟଣ ଦରୱାନ,ଉପ ଜିଲ୍ଲାପାଳ ପ୍ରକାଶ କୁମାର ମିଶ୍ରଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।ଏହି ଜନ ଶୁଣାଣି ଶିବିରରେ ମୋଟ ୩୭ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୩୦ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୭ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା।୦୧ ଟି ଅଭିଯୋଗ ର ସମାଧାନ ତତକ୍ଷଣାତ କରାଯାଇଥିଲା।

ନବରଙ୍ଗପୁର ଜିଲ୍ଲାରୁ ରବି ନାରାୟଣ ମହାନ୍ତିଙ୍କ ରିପୋର୍ଟ ମସିହା ନିଉଜ୍ 

Related posts

ୱାର୍ଡ ମେମ୍ବର ସଂଘ ପକ୍ଷରୁ 5 ଦଫା ଦାବି ନେଇ ବିଡିଓଙ୍କୁ ଦାବିପତ୍ର ପ୍ରଦାନ

masiha

ନବରଙ୍ଗପୁର ଠାରେ ରଥଯାତ୍ରା ଓ ବାହୁଡା଼ ଯାତ୍ରା ନିମନ୍ତେ ପ୍ରଶାସନର ପ୍ରସ୍ତୁତି ବୈଠକ 

masiha

ହିଞ୍ଜିଳି ଥାନାକୁ ଶିଶୁ ସୁରକ୍ଷା ଆୟୋଗ ଅଧ୍ୟକ୍ଷାଙ୍କ ଗସ୍ତ

Leave a Comment

error: Content is protected !!