ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଆଳତୁମା ଉଚ୍ଚ ବିଦ୍ୟାଳଳୟରେ ପ୍ରବେଶ ଉତ୍ସବ 

ଆଳତୁମା ଉଚ୍ଚ ବିଦ୍ୟାଳଳୟରେ ପ୍ରବେଶ ଉତ୍ସବ 

କାମାକ୍ଷାନଗର,  କାମାକ୍ଷାନଗର ସହରର ଆଳତୁମା ଉଚ୍ଚ ବିଦ୍ୟାଳୟ ପକ୍ଷରୁ ଏକ ପ୍ରବେଶ ଉତ୍ସବ ଅନୁଷ୍ଠିତ ହୋଇଯାଇଛି l ଅନୁଷ୍ଠିତ କାର୍ଯ୍ୟକ୍ରମ ରେ ବିଧାୟକ ଶତ୍ରୁଘ୍ନ ଜେନା ମୁଖ୍ୟଅତିଥି ଭାବେ ଯୋଗଦେଇ କାର୍ଯ୍ୟକ୍ରମ କୁ ଉଦଘାଟନ କରିଥିଲେ l ଅବସରପ୍ରାପ୍ତ ଶିକ୍ଷାବିତ ବାଟକୃଷ୍ଣ ଦାସ, କାନପୁରା ପଞ୍ଚାୟତରାଜ ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ଶ୍ରୀରାମ ରାଉତ, ଗ୍ରାମ୍ୟ କମିଟି ସଭାପତି ବିଭୁତି ଭୂଷଣ ମହାନ୍ତି, ଆଳୁମୁନି ସଭାପତି ବାଳକୃଷ୍ଣ ମହାନ୍ତି, ଏସଏମସି ଚେୟାରମ୍ୟାନ ସରୋଜରଞ୍ଜନ ଦାସ, ନିରଞ୍ଜନ ସାହୁ ପ୍ରମୁଖ ଉପସ୍ଥିତ ଥିଲେ l କାର୍ଯ୍ୟକ୍ରମରେ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନଶିକ୍ଷୟତ୍ରୀ ବନଳତା ସାହୁ ଅଧ୍ୟକ୍ଷତା କରିତବିବା ବେଳେ ସମସ୍ତ ଶିକ୍ଷକ,ଶିକ୍ଷୟତ୍ରୀ ଓ କର୍ମଚାରୀ ସହାୟତା ପ୍ରଦାନ କରିଥିଲେ l 

ପ୍ରହ୍ଲାଦ ମୁଦୁଲି ଙ୍କ ରିପୋର୍ଟ୍ 

Related posts

ରାଜନଗର ଗୋଷ୍ଟୀ ସ୍ୱାସ୍ଥ୍ୟ କେନ୍ଦ୍ର ରେ ରୋଗୀ କଲ୍ୟାଣ ସମିତି ତରଫରୁ ପରିଚାଳନା ସମିତି ବୈଠକ ଅନୁଷ୍ଠିତ

Sunil Chandra Nayak

ଇଫୁନା ଓ ଉଫୁନା ପକ୍ଷରୁ ଓଡ଼ିଶା ଦିବସ -୨୦୨୫ ପାଳିତ 

masiha

ଗ୍ରାମ ପଞ୍ଚାୟତ ସ୍ତରୀୟ ମହାସଂଘ ର ପୁନର୍ଗଠନ ପ୍ରକ୍ରିୟାକୁ ବନ୍ଦ୍ କରାଯାଉ, ଦାବିରେ , ବିକ୍ଷୋଭ ପ୍ରଦର୍ଶନ

masiha

Leave a Comment

error: Content is protected !!