ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ରାଜନୀତି

ବିଜୁ ଜନତା ଦଳର ପଞ୍ଚାୟତ ସ୍ତରୀୟ କାର୍ଯ୍ୟକର୍ତ୍ତା ସମ୍ମିଳନୀ

ବିଜୁ ଜନତା ଦଳର ପଞ୍ଚାୟତ ସ୍ତରୀୟ କାର୍ଯ୍ୟକର୍ତ୍ତା ସମ୍ମିଳନୀ

ଧର୍ମଗତ ବ୍ଲକ ବୋଡ଼େନ ଠାରେ ଗ୍ରାମ ପଞ୍ଚାୟତ ସ୍ତରୀୟ କାର୍ଯ୍ୟକର୍ତ୍ତା ସମ୍ମିଳନୀ ଅନୁଷ୍ଠିତ ହୋଇ ଯାଇଅଛି।ଆଗାମୀ ବିଜୁ ଜନତା ଦଳର ବ୍ଲକ ସଭାପତି ଡାକେ ଲହଜଲଙ୍କ ସଭାପତିତ୍ଵ ରେ ଉକ୍ତ ବୈଠକରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ଉପ ସଭାପତି ଥବିର ପ୍ରସାଦ ସାହୁ ଯୋଗ ଦେଇଥିଲେ। ମହିଳା ସଭାନେତ୍ରୀ ମମତା ଗୋପାଳ,ଜିଲ୍ଲା ପରିଷଦ ସଭ୍ୟ ପ୍ରଣବ କିଶୋର ଭଏଁସାଲ ବୋଡ଼େନ ପଞ୍ଚାୟତ ସଭା ପତି ସୁଶାନ୍ତ ଗୋପାଳ ମହିଳା ସଭାପତି ଖିତିସୂତା ବାଗ ନିରଞ୍ଜନ ପଟେଲ ହୃଷୀକେଶ ସାହୁ ଲକ୍ଷ୍ମଣ ଗୋପାଳ ନବ କିଶୋର ଭଏସାଲ ଓ ଅନ୍ୟାନ୍ୟ ପ୍ରମୁଖ କାର୍ଯ୍ୟକର୍ତ୍ତା ସାମିଲ ହୋଇ ଆଗାମୀ ପଞ୍ଚାୟତ ସ୍ତରୀୟ ନିର୍ବାଚନ ରଣନୀତି ଉପରେ ଆଲୋଚନା କରିଥିଲେ।

ବୈଠକରେ ଯୁବ ଓ ଛାତ୍ର କର୍ମୀମାନଙ୍କ ସଂଗଠନକୁ କିପରି ଆହୁରି ସୁସଂଗଠିତ ଓ ସକ୍ରିୟ କରାଯିବ ସେନେଇ ଆଲୋଚନା କରାଯାଇଥିଲା।ଏହାସହ ଆଗାମୀ ଦିନରେ ବିଜୁ ଜନତା ଦଳର କାର୍ଯ୍ୟଯୋଜନା ଓ ଗ୍ରାମ ସ୍ତରରେ ଦଳକୁ କିପରି ଆହୁରି ଶକ୍ତିଶାଳୀ କରିବା ପାଇଁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇ ଥିଲା। 

ବିଦ୍ୟାଧର ସାହୁଙ୍କ ରିପୋର୍ଟ…

Related posts

ପ୍ରାଥମିକ ସଦସ୍ୟ ରୁ ଇସ୍ତାଫା ଦେଲେ ବରିଷ୍ଠ ବିଜେଡି ନେତା ପର୍ଶୁରାମ ପ୍ରଧାନୀ

masiha

ବନ୍ଧୁଗାଁ ବ୍ଲକରେ ବିଜେଡ଼ିର ପ୍ରତିବାଦ ସଭା

Sunil Chandra Nayak

ବହଳଦା ର ପୂର୍ବତନ ବିଧାୟକ ପ୍ରହ୍ଲାଦ ପୂର୍ତ୍ତି ଙ୍କୁ, ନୟାଗଡ଼ ଜିଲ୍ଲା ସଭାପତି ଚୟନ କମିଟିର ପର୍ଯ୍ୟବେକ୍ଷକ ସଦସ୍ୟ ମନୋନୀତ 

Sunil Chandra Nayak

Leave a Comment

error: Content is protected !!