ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
କ୍ରୀଡ଼ା

ବିର୍ସା ମୁଣ୍ଡା ଆଥଲେଟିକ୍ ଷ୍ଟାଡିୟମରେ ଆନ୍ତଃଜିଲ୍ଲା ସିଏମ୍ ଟ୍ରଫି

ବିର୍ସା ମୁଣ୍ଡା ଆଥଲେଟିକ୍ ଷ୍ଟାଡିୟମରେ ଆନ୍ତଃଜିଲ୍ଲା ସିଏମ୍ ଟ୍ରଫି

ରାଉରକେଲା ୧୧/୪, ବିର୍ସା ଛକ ଠାରେ ଥିବା ବିର୍ସା ମୁଣ୍ଡା ଆଥେଲେଟିକ୍ ଷ୍ଟାଡିୟମରେ ଶୁକ୍ରବାର ଦିନ ଉଦ୍ଘାଟିତ ହୋଇଯାଇଛି ୧୫ ବର୍ଷ ବୟସରୁ କମ୍ ଆନ୍ତଃଜିଲ୍ଲା ଫୁଟବଲ ପ୍ରତିଯୋଗିତା। 

     ରାଉରକେଲା ବିର୍ସା ମୁଣ୍ଡା ଆଥଲେଟିକ୍ ଷ୍ଟାଡିୟମରେ ଆୟୋଜିତ ଏହି ସିଏମ୍ ଟ୍ରଫି ଫୁଟବଲ୍ ପ୍ରତିଯୋଗିତାର ଉଦ୍ଘାଟନୀ ଦିବସରେ ମୁଖ୍ୟ ଅତିଥି ଭାବରେ ଡିଏସ୍ଓ୍ବାଇଏସର ଅତିରିକ୍ତ ସଚିବ ବିଜୟ କୁମାର ସ୍ୱାଇଁ ଯୋଗଦେଇ ଖେଳାଳିମାନଙ୍କୁ ଉତ୍ସାହିତ କରିଥିଲେ। ଏହି ଉଦ୍ଘାଟନୀ କାର୍ଯ୍ୟକ୍ରମରେ ରାଉରକେଲାର କ୍ରୀଡା ଉପନିର୍ଦ୍ଦେଶକ ସୁଦୀପ୍ତ କୁମାର ନାୟକ ମଧ୍ୟ ଉପସ୍ଥିତ ଥିଲେ।

    ଅପ୍ରେଲ ୧୦ ତାରିଖ ଠାରୁ ଆରମ୍ଭ ହୋଇଥିବା ଏହି ଆନ୍ତଃଜିଲ୍ଲା ଫୁଟବଲ ପ୍ରତିଯୋଗିତା ଅପ୍ରେଲ ୧୬ ତାରିଖ ପର୍ଯ୍ୟନ୍ତ ଚାଲିବ ବୋଲି ସୂଚନା ଦିଆଯାଇଛି।

କୁଞ୍ଜ ବିହାରି ରାଉତ ଙ୍କ ରିପୋର୍ଟ୍ 

Related posts

ପୁରୁଷ ହକି ବିଶ୍ଵକପ ଉପଲକ୍ଷେ ବ୍ଲକ ସ୍ତରୀୟ ଫୁଟବଲ ପ୍ରତିଯୋଗୀତା ଉଦଯାପିତ

Sunil Chandra Nayak

ଜୋନାଲ ସ୍ତରୀୟ ଦୌଡ ଓ ଖେଳକୁଦ ପ୍ରତିଯୋଗୀତା 

Sunil Chandra Nayak

ଜିଲ୍ଲାସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗୀତା 

masiha

Leave a Comment

error: Content is protected !!